-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ରୌପ୍ୟ ଜୟନ୍ତୀ ସମାରୋହ ପାଇଁ ସୋନପୁର ବ୍ଲକ ରେ ପଏଁରୀ ତିହାର ସାଂସ୍କୃତିକ କାର୍ଯ୍ୟକ୍ରମ -

15-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ସୋନପୁର ବ୍ଲକର ରାଏପାଲି ଗ୍ରାମରେ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ର ରୌପ୍ୟ ଜୟନ୍ତୀ ସମାରୋହ ଅବସର ରେ  ବ୍ଲକ ସ୍ତରୀୟ ପଏଁରୀ ତିହାର  ଧୁମାଧାମରେ ପାଳନ କରାଯାଇଛି । ସୋନପୁର ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ନନ୍ଦକାହ୍ନ ପୂଝାରୀ ଙ୍କ ସଭାପତିତ୍ୱରେ ରାଏ ପାଲି ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା । ଗାଁ ଗାଁ ରେ ଲୁଚି ଯାଉଥିବା ଲୋକକଳା ଓ କଳାକାର ମାନଙ୍କ ପ୍ରତିଭା କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ସମ୍ମାନ କରିବା ହେଉଛି ଏହି ତିହାର ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ସୂଚନା ପ୍ରଦାନ କରିଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ବିଶେଶ୍ୱର ରାୟ, ଜମିଦାର, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, କାର୍ଯ୍ୟକାରୀ ସଭ୍ୟ ସୌମ୍ୟରଞ୍ଜନ ସେଠି, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ନନ୍ଦକାହ୍ନ ପୂଝାରୀ ଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା  l ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳା ଶୋଳ ସୁଆଙ୍ଗ ଦଣ୍ଡ ନୃତ୍ୟ , ସଂଚାର, ସଂମ୍ରଦା, ଖଜନୀ, କରମସାନି, ପ୍ରଭା ନୃତ୍ୟ, ନଚନିଆଁ, ଶବର ଶବରନି, ପତର ସଉରା, ଝୁମେର, ରାସରକେଳି, କୀର୍ତ୍ତନ ନୃତ୍ୟ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ଶେଷରେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅନୁଷ୍ଠାନ ର କଳାକାଁହୁ ଦାସ, ସୁରୁବାବୁ ସାହୁ, ଆକାଶ ସାହୁ, ଦେବଦତ୍ତ ବଗର୍ତି, ଧର୍ମପଦ ବଢ଼େଇ ଓ ପୁଷ୍ପା ସୁନା ସହଯୋଗ କରିଥିଲେ l ତିହାରରେ ଶତାଧିକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ  ଉତ୍ସାହିତ କରିଥିଲେ ଏବଂ ଭରପୁର ମଜା ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like