-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||     

HOME   ଜିଲ୍ଲା

ପି. ପି ଏକାଡେମୀ ପୂରାତନ ଛାତ୍ରଙ୍କ ପକ୍ଷରୁ ରକ୍ତଦାନ

15-Dec-2024



ବଲାଙ୍ଗୀର- ପି.ପି ଏକାଡେମୀ ସ୍କୁଲର ହୀରକ ଜୟନ୍ତୀ ପାଇଁ ପୂରାତନ ଛାତ୍ରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି । ଏହି ଅବସରରେ ଏକ ରକ୍ତଦାନ ଶିବିର ସ୍କୁଲର ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ହୀରକ ଜୟନ୍ତୀକୁ ମହାସମାରୋହରେ ପାଳନ କରିବା ପାଇଁ ଉସôାହୀ ପୁରାତନ ଛାତ୍ରମାନେ ନିଜ ପନôୀ ଓ ସନ୍ତାନଙ୍କ ସହ ରକ୍ତଦାନ କରିବା ଦେଖାଯାଇଥିଲା । ପ୍ରଧାନ ଶିକ୍ଷକ 

ସିନୁ ସୁନ୍ଦର ପାଢୀ, ରାକେଶ କୁମାର ପଣ୍ଡା, ସଞୀବ କୁମାର ବାବୁ, ସମ୍ବିତ କୁମାର ପଣ୍ଡା, ସନ୍ତୋଷ କୁମାର ଦାଶ, ପ୍ରଶାନ୍ତ କୁମାର ପଣ୍ଡା, ରଞୁ ରାଣୀ ସୁବୁଦ୍ଧ, ଧିରଜ କୁମାର ସାହୁ, ଥାକୁର କୁମର ସେଠ, ମଦନ ମୋହନ ପୁରୋହିତ, ଦୀପକ କୁମାର ପଣ୍ଡା, ରବିଶଙ୍କର ଦାଶ, ଆଶିଷ କୁମାର ସାହୁ, ବାପୁନି କୁମାର ସାହୁ, ସଞିବ କୁମାର ସାହୁ, ନବକିଶୋର ବେହେରା, ଦେବାଶିଷ ସାହୁ, ହିମାଂଶୁ କୁମାର ପଟ୍ଟନୟକ, ମାଧବ ଚରଣ ସାହୁ, ଦେବୀ ପ୍ରସାଦ ବନଛୋର, ସୁନାଦେବ ବନଛୋର, ରଞୟ ଦାସ, ସୁଶାନ୍ତ କୁମାର ତ୍ରିପାଠି, ସୟେଦ ସାହିଦ ହୁସେନ, ସୌମ୍ୟଶକ୍ତି ଦାଶ, କିଶନ କୁମାର ହନୁମାନ, ଶେଖ ସାଜିଦ ହୁସେନ ପ୍ରମୁଖ ରକ୍ତଦାନ କରିଥିଲେ। କାର୍ଯ୍ୟକ୍ରମକୁ ହୀରକ

ଜୟନ୍ତୀ କମିଟୀର ଉପସଭାପତି ହେମନ୍ତ କୁମାର ପଣ୍ଡା ସଂଯୋଜନା କରିଥିଲେ । କୋଷାଧ୍ୟକ୍ଷ ଦତ୍ତାନନ୍ଦ ପଣ୍ଡା,  ସୟେଦ ଅଫତାବ ହୁସେନ, ଶେଖର ସେଠ ଓ ମନୋରଂଜନ ସାହୁ ପରିଚାଳନା କରିଥିଲେ । ସଭାପତି ଶଶି ଭୂଷଣ ପୁରୋହିତଙ୍କ ସହ ବହୁ ପୁରାତନ ଛାତ୍ର ଉପସ୍ଥିତ ଥିଲେ । ରକ୍ତଭଣ୍ଡାର ଅଧିକାରୀ ଓ କର୍ମଚାରୀମାନଙ୍କ ସହାୟତାରେ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026

You Might Also Like