-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା*

15-Dec-2024



ନବରଙ୍ଗପୁର ( ମିହିର ଶଙ୍କର ପାତ୍ର)  ସ୍ଥାନୀୟ ଶିଶୁ ଜ୍ଞାନ ମନ୍ଦିର ନବରଙ୍ଗପୁରଠାରେ ପ୍ରଜ୍ଞାନ ମିଶନ୍ ତରଫରୁ ନବରଙ୍ଗପୁରର କାର୍ଯ୍ୟକର୍ତ୍ତା ମାନଙ୍କ ଉଦ୍ୟମରେ ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇ ଅଛି। ଉକ୍ତ ସଭାରେ ନବରଙ୍ଗପୁର ଉପ ଜିଲ୍ଲାପାଳ ଶ୍ରୀ ପ୍ରକାଶ ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିଲେ ଓ ପ୍ରଦୀପ ପ୍ରଜ୍ବଳନ କରି ପ୍ରତିଯୋଗିତା ଆରମ୍ଭ କରା ଯାଇ ଥିଲା। ସ୍ଥାନୀୟ ଉଦ୍ୟୋକ୍ତା ବିଭୂ ଵ୍ରହ୍ମା, ମଧୁସୂଦନ ସାହୁ,ବିନୟ କୁମାର କର,ସୁନିଲ କୁମାର ବେହେରା, ଝରଣା ପଟ୍ଟନାୟକଙ୍କ ଉପସ୍ଥିତି ଓ ବିଚାରକ ଭାବେ ଜିଲ୍ଲାର ସଂସ୍କୃତ ଶିକ୍ଷକ/ଶିକ୍ଷୟିତ୍ରୀ ଅଶୋକ କୁମାର ତ୍ରିପାଠୀ,ପ୍ରଭାକର ସାହୁ, ପବିତ୍ର କୁମାର ମିଶ୍ର, ଡ:ଜଗନ୍ନାଥ ସ୍ୱାଇଁ, ତୁଳସୀ ରାମ ମହନ୍ତ,ବିଦ୍ୟାଧର ସେଠି/ସଂଧ୍ୟା ରାଣୀ ତ୍ରିପାଠୀ, ଲୋପାମୁଦ୍ରା ଦାସ,ରଶ୍ମିତା ସାହୁ ଯୋଗ ଦେଇଥିଲେ।ପ୍ରତିଯୋଗିତାରେ ବିଭିନ୍ନ ବ୍ଲକ୍ ରୁ ମୋଟ ୪୬ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ।
ପ୍ରତିଯୋଗିତାରେ 'କ' ବିଭାଗରେ  ମନୀଷା ଗଣ୍ଡ ପ୍ରଥମ, ହର ପ୍ରସାଦ ଦଳେଇ ଦ୍ୱିତୀୟ ଓ ସୁଲଗ୍ନା ନାୟକ ଓ ଗୁଞ୍ଜନ କୁମାରୀ ଠାକୁର ତୃତୀୟ,'ଖ' ବିଭାଗରେ ଏମ୍ ସୂର୍ଯ୍ୟ ନାରାୟଣ ପ୍ରଥମ, ସିଦ୍ଧାର୍ଥ ମିଶ୍ର ଦ୍ୱିତୀୟ ଓ ସୂରଜ ସିଂହ ତୃତୀୟ ସ୍ଥାନ,'ଗ' ବିଭାଗରେ ଏମ୍ ସୂର୍ଯ୍ୟ ପ୍ରତାପ ପ୍ରଥମ, ସନ୍ତୋଷୀ ଭତ୍ରା ଦ୍ୱିତୀୟ ଓ ଗାୟତ୍ରୀ ଭତ୍ରା ତୃତୀୟ,'ଘ' ବିଭାଗରେ ପ୍ରିୟଙ୍କା ନାୟକ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କୃତୀ ପ୍ରତିଯୋଗୀମାନେ ପୁରସ୍କୃତ ହୋଇଛନ୍ତି।ଏହି ପ୍ରତିଯୋଗୀମାନେ ଆଗାମୀ ଦିନରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।ଶେଷରେ ଡ:ମଧୁସୂଦନ ସାହୁ ଧନ୍ୟବାଦ ଅର୍ପଣ କରିଛନ୍ତିି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like