-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଡୋକାରୀ ଚଞ୍ଚରା ପର୍ଯ୍ୟଟନ ସ୍ଥଳୀ ଉନ୍ନୟନ କାର୍ଯ୍ୟ ର ସମୀକ୍ଷା କଲେ ବିଧାୟକ।

15-Dec-2024



କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ରହିଥିବା ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ପର୍ଯ୍ୟଟନ ସ୍ଥଳୀ ଗୁଡାହାଣ୍ଡି ଡୋକାରୀ ଚଞ୍ଚରା ରେ ରବିବାର ଗୁଡାହାଣ୍ଡି ଉନ୍ନୟନ କମିଟି।ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉନ୍ନୟନ କମିଟି ର ସଭାପତି ଭଦରେଶ୍ୱର ପାତ୍ର ଙ୍କ ସଭାପତିତ୍ୱ ରେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ଉପସ୍ଥିତ ରହି ଜଙ୍ଗଲ ବିଭାଗ ଦ୍ଵାରା ହୋଇଥିବା ପର୍ଯ୍ୟଟନ ସ୍ଥଳୀ ର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ପରିଦର୍ଶନ କରିବା ଉନ୍ନୟନ କମିଟି ର କର୍ମକର୍ତ୍ତା ଙ୍କ ସହ ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ ଓ ଏକ ୭ ଜଣିଆ କୋର କମିଟି ଗଠନ କଟିଥିଲେ। ଏହି କମିଟିର କାର୍ଯ୍ୟକାରୀ ସଭାପତି ଭାବେ ସ୍ଥାନୀୟ ବିଧାୟକ ଶ୍ରୀ ସୁଧୀର ରଞ୍ଜନ ପାଟ୍ଟଯୋଶୀ ଙ୍କୁ  ମନୋନୀତ କରାଯାଇଛି। ବିଧାୟକ ପର୍ଯ୍ୟଟନ ସ୍ଥଳୀ ର ବିକାଶ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବା ସହ ଓଡ଼ିଶା ର ଏକ ଅଗ୍ରଣୀ ପର୍ଯ୍ୟଟନ ସ୍ଥଳୀ ଭାବେ କେମିତି ଡୋକାରୀ ଚଞ୍ଚରା ସ୍ଥାନିତ ହେବ ସେ ନେଇ ଉଦ୍ୟମ ଜାରି ରହିବ ବୋଳି ପ୍ରତିଶ୍ରୁତି ଦେଇଥିଲେ। ଆସନ୍ତା ମାସ ୭ ତାରିଖ ମଙ୍ଗଳବାର ରେ ମଣ୍ଡେଇ ଯାତ୍ରା ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।ଏହି ବୈଠକରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଡେପୁଟି ରେଞ୍ଜ ଅଧିକାରୀ ସୁରେନ୍ଦ୍ର କୁମାର ବେହେରା, ବେହେରା ଫରେଷ୍ଟର ସୀମା ଧଙ୍ଗଡା ମାଝୀ,ଉପ ସଭାପତି ଘନଶ୍ୟାମ ନାଏକ, କୋଷାଧ୍ୟକ୍ଷ ସୁରେଶ ଅଗ୍ରୱାଲ, ଦେବେନ୍ଦ୍ର ପାଟ୍ଟଯୋଶୀ, ସାଧାରଣ ସମ୍ପାଦକ ସୁଧୀର ପାତ୍ର, ଯୁଗ୍ମ ସଂପାଦକ ନିଳାମ୍ବର ନାଏକ, ବରିଷ୍ଠ ସଦସ୍ୟ ଐରି ନାଶନ ଚିନ୍ଦା,ମଧୁବନ ପାତ୍ର, ଚକାଡୋଳା ପାତ୍ର, ଜାତୀନ୍ଦ୍ର ମାଝୀ, ଭବନାନନ୍ଦ ନାଏକ, ସହଦେଵ ଦିଶାରୀ, ହିମାଞ୍ଚଳ ପାତ୍ର, ଦୁଖୀଶ୍ୟାମ ମାଝୀ ଦୁଷ୍ମନ୍ତ ପଟ୍ଟଯୋଶୀ।ପ୍ରମୁଖ ଉପସ୍ଥିତ ରହି ପର୍ଯ୍ୟଟନ ସ୍ଥଳୀ ଓ ଶ୍ରୀ ରାମ ମନ୍ଦିର ର ଉନ୍ନୟନ କାର୍ଯ୍ୟ ଓ ଆଗାମୀ ଦିନରେ ପର୍ଯ୍ୟଟନ ସ୍ଥଳୀ ର ଭିତ୍ତିଭୂମି ବିକାଶ ଉପରେ ଆଲୋଚନା କରିଥିଲେ।ପରିଶେଷରେ କମିଟି ର ବରିଷ୍ଠ ସଦସ୍ୟ ଐରି ନାସନ ଚିନ୍ଦା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like