-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ରାମମନ୍ଦିର ନିର୍ମାଣ ଉପଲକ୍ଷେ ଶ୍ରୀ ରାମ ମହୋତ୍ସବ ସକାଶେ ଶୁଭାଖମ୍ବ ସ୍ଥାପନ

15-Dec-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ର ରିନ୍ ବଚ୍ଚନ ପଞ୍ଚାୟତ ର ଉଚ୍ଚ ବାହାଳ (ଗୌରପାଲି) ଗ୍ରାମରେ ପ୍ରଭୁ ଶ୍ରୀ ରାମ ଙ୍କ ମନ୍ଦିର ନିର୍ମାଣ ସକାଶେ ଶ୍ରୀରାମ ମହୋତ୍ସବ ପାଳନ ପାଇଁ ଶୁଭାଖମ୍ବ ସ୍ଥାପନ କରାଯାଇଛି l ଏହି ଅବସରରେ ପ୍ରଥମେ ଗ୍ରାମରୁ ଅନେକ ପୁରୁଷ ଓ ମହିଳା ପୂଜା ସାମଗ୍ରୀ ଧରି କୀର୍ତ୍ତନ ଦଳ ନାଚ କରି ହରିବୋଲ ହୁଳହୁଳି ଦେଇ ଶୁଭାଖମ୍ବ ସ୍ଥାପନ ସ୍ଥଳ କୁ ପହଞ୍ଚିଥିଲେ l ସେଠାରେ ପହଞ୍ଚି ପୂଜକ ଶ୍ରୀ ନରେଶ ତ୍ରିପାଠୀ ଓ ହାରାଧନ ତ୍ରିପାଠୀ ପୂଜାପାଠ ହୋମ ଇତ୍ୟାଦି କାମ ସମ୍ପନ୍ନ କରିଥିଲେ l ଏହି ପୂଜାରେ କର୍ତ୍ତା ଭାବରେ ଶ୍ରୀ ସୁରେନ୍ଦ୍ର ଦୋରା ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ରୀନା ଦୋରା ଦାୟିତ୍ଵ ନିର୍ବାହ କରିଥିଲେ l ଶୁଭ ଖମ୍ବ ସ୍ଥାପନ ସମୟରେ ଗ୍ରାମର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l ସେମାନେ ହେଲେ ଶ୍ରୀ ଚମ୍ପେଶ୍ୱର୍ ଦୋରା, ପ୍ରଶାନ୍ତ ଭୋଇ, ସତ୍ୟ ଭୋଇ, ଲୋଚନ ଦୋରା, ପାଣ୍ଡବ ସାହୁ, ଭ୍ରମର ଦୋରା, ପିଣ୍ଟୁ ସାହୁ,ବନିତା ଦୋରା, ରେବତୀ ଦୋରା ପ୍ରମିଳା ଦୋରା ପ୍ରମୁଖ l ଆସନ୍ତା ୨୨ ତାରିଖ ରୁ ଯାତ୍ରା ଆରମ୍ଭ ହୋଇ ୩୦ ତାରିଖ ପର୍ଯ୍ୟନ୍ତ ଯାତ୍ରା ଚାଲିବ l ଏହି ଅବସରରେ ଗ୍ରାମରେ ପାରାୟଣ, ଦରବାର, ମୀନା ବଜାର, ନାଟକ, ଦଣ୍ଡ, ଇତ୍ୟାଦି ପରିବେଷଣ ହେବାସହ ପ୍ରତ୍ୟେକ ଦିନ ଦର୍ଶକ ତଥା ଭକ୍ତଙ୍କ ପାଇଁ ଅର୍ଣ୍ଣ ଛତ୍ର ଖୋଲାଯିବ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like