-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ଜିଲ୍ଲା

ନିଶାମୁକ୍ତ ଗଣଦୌଡରେ ସାମିଲ ଯୁବ ସମାଜକୁ ସମ୍ବର୍ଦ୍ଧନା

16-Dec-2024



ବରପାଲି (ସୁଦାମ ଦୀପ ):ବରପାଲି ହାଇସ୍କୁଲ ଖେଳପଡିଆ ପରିସରରେ ବରଗଡ଼ ଫିଜିକାଳ ଏକାଡେମୀ ପକ୍ଷରୁ ଆୟୋଜିତ ନିଶାମୁକ୍ତ ଗଣଦୌଡ ଯୁବସମାଜ ସଦସ୍ଯ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ରବିବାର ପ୍ରତ୍ୟୁଷରୁ ଏକାଡେମୀ ଶତାଧିକ ଯୁବ ସଦସ୍ୟ ସୁରେଶ କୁମାର ଦାଶଙ୍କ ନେତୃତ୍ୱରେ ନିଶାମୁକ୍ତ ଯୁବସମାଜ ଉଦେଶ୍ଯ ନେଇ ବରଗଡ଼ରୁ ବାହାରିଥିଲେ। ବରପାଲି ହାଇସ୍କୁଲ ଖେଳ ପଡିଆରେ ଅଭିଯାନ ପହଞ୍ଚିଲା ପରେ ସ୍ଥାନିୟ ଏଥିଲେଟିକ ଆସୋସିଏସନ୍ ପକ୍ଷରୁ ସ୍ବାଗତ ସହିତ ସମସ୍ତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।ବରପାଲି ଆଥଲେଟିକ୍ ଆସୋସିଏସନ ସଦସ୍ଯଉପଗୁପ୍ତ ତ୍ରିପାଠୀ,
ସତ୍ୟ ନାରାୟଣ ପ୍ରଧାନ,
ସୌରଭ ସାହୁ,ପ୍ରଶାନ୍ତ କୁମାର ବେହେରା,କିରଣ ମିଶ୍ର,
ରାଜୁ ବେହେରା,ପ୍ରତାପ ମାନହେତନ,ଧୀରଜ ସାହୁ,
ଦେବାଶିଷ ପଣ୍ଡା,ରୋଶନ ପଧାନ,ଟିନା ସା,ନିମାଇ ଥଇତ,
ଗୋକୁଲ ଗହିର ପ୍ରମୁଖ କ୍ରିଡାବିତ ମାନେ ସମାରୋହରେ ସାମିଲ ହୋଇ ସହଯୋଗ କରିଥିଲେ। ଏହି ଅବସରରେ ଏକ ସଚେତନତା ବୈଠକ ଆୟୋଜିତ ହୋଇଥିଲା। ଗଣଦୌଡର ମୂଖ୍ଯ ଉଦେଶ୍ୟ ଆଧାରରେ ଯୁବ ସମାଜର ନିଶା ନିବାରଣରେ ଯୁବସମାଜର କର୍ତ୍ତବ୍ଯ, ସାମାଜିକ ବ୍ୟବସ୍ଥା,ସମାଜ ସୂଧାର,ଗଠନ ମୂଳକ ଚିନ୍ତାଧାର,ସ୍ବଚ୍ଛତା ବିଷୟକୁ ନେଇ ଆଲୋଚନା ମାନ ହୋଇଥିଲା। ପରେ ମିଳିତ ଭାବରେ ନିଶାମୁକ୍ତ ଯୁବସମାଜ ଗଠନ ଉପରେ ମିଳିତ ସଙ୍କଳ୍ପ ପାଠ କରାଯାଇଥିଲା।


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like