-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଳା ରେ ନୋ ଏଣ୍ଟ୍ରି ତୋ କଣ୍ଟାବାଞ୍ଜି ରେ କେବେ ?

16-Dec-2024



କଣ୍ଟାବାଞ୍ଜି(ମୋହନ ସୁନା): ଭାରିଯାନ ବଢାଉଛି ସହରାଞ୍ଚଳ ରେ ଟ୍ରାଫିକ ସମସ୍ୟା ଯାହାଫଳ ରେ ସ୍କୁଳ, କଳେଜ, ସରକାରୀ କର୍ମଚାରୀ ସହ ଜରୁରୀକାଳୀ କାମ ରେ ଯାଉଥିବା ଲୋକେ ଟ୍ରାଫିକ ସମସ୍ୟା ଯୋଗୁଁ ନାହିଁନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବଲାଙ୍ଗୀର ଜିଲ୍ଲା ସୀମାନ୍ତ ଅଞ୍ଚଳ ରେ ସିନ୍ଧେକେଳା ସହର ଥିବା ବେଳେ ଏଠାରେ ଭାରିଯାନ ଯୋଗୁଁ ଘଣ୍ଟା ଘଣ୍ଟା ଟ୍ରାଫିକ ସମସ୍ୟା ଦେଖାଦେଇଥାଏ ଯାହାଫଳ ରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ ଏନେଇ ବିଭିନ୍ନ ଗଣମାଧ୍ୟମ ରେ ଲଗାତର ଖବର ପ୍ରକାଶିତ ହେବା ପରେ ଗତ ଡିସେମ୍ବର ୫ ତାରିଖ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ପ୍ରତିଦିନ ସକାଳ ୯ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ କରିବାକୁ ଆଦେଶ ଜାରି କରିଛନ୍ତି। ସିନ୍ଧେକେଳା ରେ ଭାରିଯାନ ଉପରେ ନୋ ଏଣ୍ଟ୍ରି ତୋ କଣ୍ଟାବାଞ୍ଜି ରେ କେବେ ବୋଲି ବୁଦ୍ଧିଜୀବୀ ମହଳ ରେ ପ୍ରଶ୍ନ ଉଠୁଛି। ପଶ୍ଚିମ ଓଡିଶା ବ୍ୟବସାୟିକ ସହର ଭାବେ ପରିଚିତ କଣ୍ଟାବାଞ୍ଜି ସହର ଏଠାରେ ଦିନ କୁ ଦିନ ଟ୍ରାଫିକ ସମସ୍ଯା ବୃଦ୍ଧି ପାଇବାରେ ଲାଗିଛି। ମନଇଚ୍ଛା ବ୍ୟବସାୟି ମାନେ ରାସ୍ତା ଉପରେ ରେ ଭାରିଯାନ ଲଗାଇ ସ୍ଥାନୀୟ ପ୍ରଶାସନ କୁ ହାତଗୁଞ୍ଜ ଦେଇ ଲୋଡିଙ୍ଗ ଅନଲୋଡିଙ୍ଗ କରୁଛନ୍ତି। ଯାହାଫଳ ରେ ଘଣ୍ଟା ଘଣ୍ଟା ଟ୍ରାଫିକ ଜାମ ରହୁଥିବା ବେଳେ ଅନେକ ସମୟରେ ଆମ୍ବୁଲାନ୍ସ ମଧ୍ଯ ଫସି ରହୁଥିବା କଣ୍ଟାବାଞ୍ଜି ସହର ରେ ଦେଖିବାକୁ ମିଲେ। ଏନେଇ କୌଣସି ଲୋକ ମୁହଁ ଖୋଲିଲେ ବ୍ୟବସାୟି ମାନେ ତାଙ୍କୁ ନାଲିଆଖି ଦେଖାଉଥିବା ଅଭିଯୋଗ ହେଉଛି। ମନଇଚ୍ଛା ଭାରିଯାନ ଚଳାଚଳ ହେଉଛି ଯାହାଫଳ ରେ ସାଧାରଣତ ଲୋକେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗଣମାଧ୍ୟମ ରେ ଖବର ପ୍ରକାଶିତ ହେଳେ ସ୍ଥାନୀୟ ପୋଲିସ କାଭା କିଛି ଯାନବାହାନ ଉପରେ ଚାଲାଣ କାଟି କାମ ସାରି ଦେଇଥାଏ ପରେ ସେହି ଅବସ୍ଥା ପୁଣି ଦେଖାଦେଇଥାଏ। ଦିନ କୁ ଦିନ ଏହି ସହରରେ ଟ୍ରାଫିକ ସମସ୍ୟା ଜଟିଳ ହେଉଥିବା ବେଳେ ସିନ୍ଧେକେଳା ପରି କଣ୍ଟାବାଞ୍ଜି ସହର ରେ ମଧ୍ଯ ଭାରିଯାନ ଉପରେ ନୋ ଏଣ୍ଟ୍ରି ଲଗାଇବାକୁ ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ଅଞ୍ଚଳ ବାସୀ ଦାବୀ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like