-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||     

HOME   ଜିଲ୍ଲା

*ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ମେଗା ରକ୍ତଦାନ ଶିବିର*-

16-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ମାରୱାଡି ଯୁବା ମଞ୍ଚ ପକ୍ଷରୁ ସୋନପୁର ମାରୱାଡି ଧର୍ମଶାଳା ଠାରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଛି  । ଅଲ ଓଡିଶା ମାରୱାଡି ଯୁବା ମଞ୍ଚର ଆହ୍ବାନ କ୍ରମେ ୧୫ ଡିସେମ୍ବରରୁ ୨୨ ଡିସେମ୍ବର ପର୍ଯ୍ୟନ୍ତ ୧୦୯ ଶାଖା ରେ ୨୫୦ ଟି ଶିବିର ରେ ୧୫ ହଜାର ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ ରଖା ଯାଇଛି। ଏହି କ୍ରମରେ ଆଜି ସୋନପୁର ସଦର ବ୍ଳକ ଶାଖା ଯୁବା ମଞ୍ଚ ପକ୍ଷରୁ ରକ୍ତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି ।  ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାରୱାଡ଼ି ସମାଜ ସଭାପତି ଗୋପାଳ ପ୍ରାସାଦ ଭୁତ, ଯୁବାମଞ୍ଚ ସଭାପତି ମନୋଜ୍ ଅଗ୍ରୱାଲା, ସଂପାଦକ ଅଙ୍କିତ ଅଗ୍ରୱାଲା, ମାରୱାଡ଼ି ମହିଳା ସମିତି ଅଧ୍ୟକ୍ଷା ମୁନି ଅଗ୍ରୱାଲା ଯୋଗ ଦେଇ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l ଲ୍ୟାଫ୍ଟେନେଣ୍ଟ ଆଶିଷ ଅଗ୍ରୱାଲା ସଭା ସଂଯୋଜନା କରିଥିବା ବେଳେ ରକ୍ତଦାନ ଶିବିର ର ସଂଯୋଜକ ନନ୍ଦ ଲାଲ ଅଗ୍ରୱାଲା ଅମିତ୍ ଅଗ୍ରୱାଲା, ରାଘବ ଅଗ୍ରୱାଲା, ମୀନା ଅଗ୍ରୱାଲା ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ଡ଼ା ଗୌରୀ ଶଙ୍କର ମେହେର ଙ୍କ ତତ୍ୱା ବଧlନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ରକ୍ତ ଭଣ୍ଡାର ର ଟେକ୍ନିଶିଆନ୍ ଜଗତ ଦରୱାନ,  ଟିଟୁ ଭୋଇ ପ୍ରମୁଖ ଶିବିର ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026

You Might Also Like