-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ଡ. ଅର୍ଚ୍ଚନା ପାଢୀ ରେଡକ୍ରସ ସେଚ୍ଛାସେବୀଙ୍କୁ ବତାଇଲେ ବ୍ୟକ୍ତିତ୍ୱ ବିକାଶର ପାଠ

16-Dec-2024



ସୋନପୁର, ତା. ୧୬/୧୨ ( ପ୍ରେରଣା ଖବର )
 ଶିକ୍ଷାର ଅର୍ଥ ହେଉଛି ବ୍ୟକ୍ତିର ସାମଗ୍ରିକ ବିକାଶ, ଶାରିରୀକ, ମାନସିକ, ସାମାଜିକ ଓ ଆବେଗିକ ବିକାଶର ସମାହାର । ଡ. ଅର୍ଚ୍ଚନା ପାଢୀ ଜଣେ ମେଧାବୀ ଛାତ୍ରୀ ହେବା ସହିତ ସୁପ୍ରସିଦ୍ଧ ଗାୟିକା ଅଟନ୍ତି । ଏକାଧାରରେ ସେ ଡାକ୍ତର ହୋଇ ରୋଗୀଙ୍କ ଚିକିତ୍ସା କରିବା ସହିତ  ସଂଗୀତ ଗାନ କରି ଓଡିଶା ରାଜ୍ୟ, ଆମ ଦେଶ ତଥା ବିଦେଶରେ ଅନେକ ସୁନାମ  ଅର୍ଜନ କରିଛନ୍ତି । ପ୍ରକାଶଥାଉକି, ଡାକ୍ତର ପାଢୀ ଛାତ୍ରୀ ଜୀବନରେ ଜଣେ ଜୁନିୟର ରେଡକ୍ରସର ସ୍ୱେଚ୍ଚାସେବୀ ଥିଲେ । ସେ ରେଡକ୍ରସର ମୂଳମନ୍ତ୍ରରେ ଦିକ୍ଷୀତ ହୋଇ ବିଭିନ୍ନ ସେବାମୂଳକ କାର୍ଯ୍ୟ ଯେପରିକି,  ରୋଗୀ ସେବାରୁ ଆରମ୍ଭ କରି ରକ୍ତଦାନ ,  ଜନ୍ମଦିନରେ ଅନ୍ନଦାନ, ଶୀତବସ୍ତ୍ର ଦାନ, ବୃକ୍ଷରୋପଣ, ଗ୍ରୀଷ୍ମ ସମୟରେ ଜଳଦାନ କରିବା ସହିତ ଅନ୍ୟାନ୍ୟ ସେବାମୂଳକ କାର୍ଯ୍ୟକ୍ରମ କୁ ଆପଣେଇଛନ୍ତି ବୋଲି ଶିବିରରେ ମତବ୍ୟକ୍ତ କରିଥିଲେ । ଶିକ୍ଷା କେବଳ ପାଠ୍ୟ ପୁସ୍ତକ ଭିତରେ ସିମୀତ ନରହି ଦୈନନ୍ଦିନ ଜୀବନରେ ବ୍ୟବହାର ଉପଯୋଗୀ ହୋଇପାରେ ବୋଲି ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ଠାରେ ଆୟୋଜିତ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ରେ ଯୋଗଦେଇ  ୬୨୨ ଜଣ ଶିବିରାର୍ଥୀଙ୍କୁ  ଅବଗତ କରାଇଥିଲେ । ପରେ ଡାକ୍ତର ଅର୍ଚ୍ଚନା ପାଢୀ ସଂଗୀତ ଗାନ କରି ଶିବିରାର୍ଥୀ ମାନଙ୍କୁ ଆନନ୍ଦିତ କରିଥିଲେ । କାର୍ଯ୍ୟକ୍ରମରେ ଅବିଭକ୍ତ ବଲାଙ୍ଗୀର -ସୋନପୁରର ପ୍ରାକ୍ତନ ଜୁନିୟର ରେଡକ୍ରସ ସଂଗଠକ ଚିନ୍ତlମଣି ମହାପାତ୍ର ଓ ଡା. ଅର୍ଚ୍ଚନା ପାଢୀଙ୍କ  ପିତା ସିନୁସୁନ୍ଦର ପାଢୀ ଯିଏକି ବଲାଙ୍ଗୀର ଜିଲ୍ଲା ପତିତପାବନ ଏକାଡେମୀରେ କାର୍ଯ୍ୟରତ ପ୍ରଧାନଶିକ୍ଷକ ଯୋଗଦେଇ, ଲକ୍ଷ୍ୟ ସ୍ଥଳରେ ପହଂଚିବାକୁ ହେଲେ କର୍ମକୁ ହିଁ ଜୀବନରେ ମାନଦଣ୍ଡ କରିବାକୁ ହେବ ବୋଲି ସ୍ୱେଚ୍ଚାସେବୀଙ୍କୁ  ବୁଝାଇଥିଲେ ।  ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ  ତତ୍ତ୍ୱାବଧାନରେ  ହୋଇଥିବା କାର୍ଯ୍ୟକ୍ରମକୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଜିଲ୍ଲା ଜୁନିଅର ରେଡ଼କ୍ରସ ଉପସଭାପତି ଗତିକୃଷ୍ଣ ମିଶ୍ର ସଂଯୋଜନା କରିଥଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like