-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||     

HOME   ଜିଲ୍ଲା

ତ୍ରିଦିବାସୀୟ ରାଣୀ ଲକ୍ଷ୍ମୀବାଇ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଓ ବର୍ଣାଳୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

16-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ,ବରଗଡ ଓ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ, ରାଜବୋରାସମ୍ବର ଆନୁକୂଲ୍ୟରେ ଏକ ତ୍ରିଦିବାସୀୟ ରାଣୀ ଲକ୍ଷ୍ମୀବାଇ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଓ ବର୍ଣାଳୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେଉଅଛି। ଉକ୍ତ ଶିବିର ଦ୍ବୟର ଉଦଘାଟନୀ ସଭା ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷଜ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ଚୂଡ଼ାମଣୀ ବାରିକ, ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ, ପାଇକମାଲ ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ଆସନ ଅଳଙ୍କୃତ କରିଥିଲାବେଳେ, ଶ୍ରୀ ଲୋକନାଥ ଭୋଇ, ଗୋଷ୍ଠୀଶିକ୍ଷା ଅଧିକାରୀ, ରାଜବୋରାସମ୍ବର, ଶ୍ରୀ ଶୁଭମ କୁମାର ପତି, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଝାରବନ୍ଧ, ଶିବ ପ୍ରସାଦ ଯୋଶୀ, ରାମସିଂ ଭୋଇ ଓ   ବିସିକେଶନ ଶତପଥି ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ।

ମାନସ ରଞ୍ଜନ ଶତପଥି ସଭା ପରିଚାଳନା କରିଥିଲା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ ପରିଶେଷରେରେ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ପରିଚାଳନାରେ ପୂଜାରାଣୀ ନାୟକ, ସଂଯୁକ୍ତା ଭୋଇ, ମନୀଷା ଭୋଇ, ବୃନ୍ଦାବତୀ ସାହୁ, ଖୁଶବୁ ବରିହା,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର, ଜ୍ୟୋତିରେଖା ମହାନନ୍ଦ, ଅମନ କୁମାର ପଣ୍ଡା, ନୀଳିମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର ଓ କମଳା କୁମ୍ଭାର ସହଯୋଗ କରିଥିଲେ। ଲକ୍ଷ୍ମୀବାଇ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ରେ ପଦ୍ମପୁର ସବଡ଼ିଭିଜନର ୬ ଟି ବ୍ଲକରୁ ୪୮ ଜଣ ଶିକ୍ଷକ ଶିକ୍ଷୟତ୍ରୀ ପ୍ରଶିକ୍ଷଣ ନେବେ।ସୁମିତ୍ରା ପାତ୍ର, ମିନାକ୍ଷୀ ରାଣୀ ରାଉତ, କଲ୍ୟାଣୀ କଲେତ ଓ ପଦ୍ମିନୀ ସାହୁ ସାଧନ କର୍ମୀ ଭାବରେ କାର୍ଯ୍ୟ କରିବେ। ସେହିଭଳି ବର୍ଣାଳୀ ପ୍ରଶିକ୍ଷଣ  ଶିବିରରେ ୩୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେବେ  ଯାହାକୁ ସାଧନ କର୍ମୀ ଜ୍ୟୋତିରେଖା ମହାନନ୍ଦ, ବିଜୟ କୁମାର ସାହୁ, ସୁରଭି ଭୋଇ ଓ ଚିତ୍ରସେନ କୁଆଁର ପରିଚାଳନା କରିବେ ବୋଲି ବିଶ୍ୱସ୍ତ ସୁତ୍ରରୁ ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026

You Might Also Like