-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଉଦଘାଟିତ ହେଲା ଷଷ୍ଠ ଗଡ଼ଜାତ ଲୋକ ମୋହତ୍ସବ

16-Dec-2024



ବୌଦ୍ଧ(ଦେବବ୍ରତ ଦାଶଙ୍କ ରିପୋର୍ଟ):-ଅଷ୍ଟମ ଗଡ଼ଜାତ ଲୋକ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଗଡ଼ଜାତ ସାଂସ୍କୃତିକ ପରିଷଦ ପକ୍ଷରୁ ବୌଦ୍ଧ ଜିଲ୍ଲା ବୀରନରସିଂହପୁର ହାଇସ୍କୁଲ ପଡିଆ ଠାରେ ଉଦଘାଟିତ ହୋଇ ଯାଇଛି ।  ଏହି ଅବସରରେ ବୀରନରସିଂହପୁର ଶିବ ମନ୍ଦିର ପ୍ରାଙ୍ଗନ ରୁ ଏକ ବିରାଟ ସଂକୃତିକ ଶୋଭାଯାତ୍ରା ବାହାରି ମହୋତ୍ସବ ପଡିଆ ରେ ପହଞ୍ଚି ଥିଲା । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗଦେଇ ମହୋତ୍ସବ କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ହରଭଙ୍ଗା ବିଡ଼ିଓ ଶରତ ଚନ୍ଦ୍ର ସେଠି, ସିନେ ନିର୍ଦେଶକ ବନମାଳୀ ରାଣା , ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ଗଡଜାତ ମହୋତ୍ସବ ସଭାପତି ବିଶ୍ୱଜିତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ । ସାତ ବର୍ଷ ଧରି ଚାଲି ଆସିଥିବା ଏହି ମହୋତ୍ସବ ସ୍ଥାନୀୟ କଳାକାର ଙ୍କ କଳା ସଂସ୍କୃତିକୁ ମଞ୍ଚରେ ପ୍ରଦର୍ଶନ କରିବା ଏକ ମୁଖ୍ୟ ମାଧ୍ୟମ ସାଜିଛି । ଯାହାଦ୍ୱାରା କଳାକାର ମାନେ ନିଜ କଳା ପ୍ରଦର୍ଶନ କରିପାରୁଛନ୍ତି ।  ମହୋତ୍ସବ ୧୫ ଡିସେମ୍ବର ଠାରୁ ଆରମ୍ଭ ହୋଇଥିବା ବେଳେ ପାଞ୍ଚ ଦିନ ଧରି ଚାଲିବ। ଏହି

କ୍ରମରେ ପ୍ରଥମେ ଘୁଡୁକା ନୃତ୍ୟ ଓ ଦଣ୍ଡ ନୃତ୍ୟ ମଞ୍ଚ ସ୍ଥାନୀୟ କଳାକାର ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା । ପରେ ଅଂଚଳର ସ୍କୁଲ କଲେଜ ର ଛାତ୍ରଛାତ୍ରୀ, ଆଞ୍ଚଳିକ କଳା ସଂକୃତି, ଲୋକ ନୃତ୍ୟ ସହିତ ମୁଖ୍ୟ ଆକର୍ଷଣ ତରଙ୍ଗ ସିନେ ଧାରାବାହିକ ର ଦେବାହୁତି ପୃଷ୍ଟି, ନିହାରିକା ଦାସ ଓ ଅଭିଜିତ ପାତ୍ର ଙ୍କ ନୃତ୍ୟ ଓ ଗୀତ ଦର୍ଶକ ମନଭରି ଉପଭୋଗ କରିଥିଲେ l ଅନ୍ୟପଟେ ପାଞ୍ଚଦିନ ପର୍ଯ୍ୟନ୍ତ ପ୍ରତି ସନ୍ଧ୍ୟା ରେ ବିଶିଷ୍ଠ କଣ୍ଠ ଶିଳ୍ପୀ, ସିନେ ଓ ଧାରାବାହିକ ତାରକା, ଆଞ୍ଚଳିକ ପାରମ୍ପରିକ ଲୋକ ବାଦ୍ୟ, ଲୋକ କଳା, ସ୍କୁଲ କଲେଜର ଲୁକାୟିତ ପ୍ରତିଭା ର ସାସ୍କୃତିକ କାର୍ଯ୍ୟକ୍ରମ ରହିଥିବା ନେଇ କମିଟି ର ସଭାପତି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like