-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଶିକ୍ଷା, ସ୍ଵାସ୍ଥ୍ୟ , ପାନୀୟ ଜଳ ଓ ବିଭିନ୍ନ ସମସ୍ୟା ଦାବିରେ ଗୁଣପୁର ଠାରେ ୧୨ ଘଣ୍ଟିଆ ରାସ୍ତା ଅବରୋଧ କଲେ ଅଞ୍ଚଳବାସୀ

16-Dec-2024



କଳାହାଣ୍ଡି(ପ୍ୟାରିଲାଲ ଦୁର୍ଗା):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକ ଅନ୍ତର୍ଗତ ଗୁଣପୁର ପଞ୍ଚାୟତବାସୀ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ୧୨ ଘଣ୍ଟିଆ ରାସ୍ତା ଅବରୋଧ କରି ଜୀବନ ଯାତ୍ରାକୁ ଠପ୍ କରିଦେଇଛନ୍ତି। 
ଗୁଣପୁର ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଏହି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି। ପରିଷଦ ପକ୍ଷରୁ ପାନୀୟ ଜଳ, ଶିକ୍ଷା, ସ୍ଵାସ୍ଥ୍ୟ, ତଥା କ୍ରୀଡ଼ା କ୍ଷେତ୍ରରେ ଥିବା ଲୁକ୍କାୟିତ ପ୍ରତିଭାର ଅନ୍ଵେଷଣ ପାଇଁ ଖେଳ ପଡିଆର

ଉନ୍ନତିକରଣ ସକାଶେ ଏହି ଅବରୋଧ କରିଛନ୍ତି। ସକାଳ ୬ ଘଣ୍ଟାରୁ ସନ୍ଧ୍ୟା ୬ ଘଣ୍ଟା ଯାଏଁ ଏହି ଅବରୋଧ ଜାରୀ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ପରେ ଖବର ପାଇ ଥୁଆମୂଳ ରାମପୁର ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଧୃବଚରଣ ମୁଦୁଲି ଅବରୋଧକାରୀଙ୍କ ନିକଟରେ ପହଞ୍ଚି ତାଙ୍କ ସହିତ ଉପରୋକ୍ତ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯୋଗ୍ୟ ଯେ, ଗୁଣପୁର ପଞ୍ଚାୟତବାସୀ ପାନୀୟ ଜଳ ପାଇଁ ଦୀର୍ଘ ଦିନରୁ ଦାବି କରି ଆସୁଛନ୍ତି। ଏଠାରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଆଖପାଖ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ଅଭାବରୁ ଦୟନୀୟ ଭାବେ କାଳାତିପାତ କରୁଛନ୍ତି। ସେହିପରି ଶିକ୍ଷା ସ୍ବାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ନ କହିବା ଭଲ । ସମନ୍ଵିତ ଆଦିବାସୀ ଉନ୍ନୟନ ବିଭାଗ ଥୁଆମୂଳ ରାମପୁର ଆଦିବାସୀ ବହୁଳ ଅଞ୍ଚଳରେ ବିକାଶର ଡିଣ୍ଡିମ ପିଟୁଥିବା ବେଳେ ଗୋଟିଏ ଗୋଟିଏ ଯୋଜନା ବର୍ଷ ବର୍ଷ ଧରି ନିର୍ମାଣ ନାଁ ରେ ରାଜକୋଷରୁ ଅଯଥାରେ କୋଟି କୋଟି ଅର୍ଥ ବ୍ୟୟ ହୋଇ ଚାଲିଛି। କିନ୍ତୁ ଏହାର ସୁଫଳ ଜନସାଧାରଣଙ୍କୁ ମିଳି ପାରୁନାହିଁ। ଯଦ୍ବାରା ଆଜି ଗୁଣପୁର ଆଞ୍ଚଳିକ ବିକାଶ ପରିଷଦ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହୋଇଛି ବୋଲି ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସୁଜାତା ମାଝୀ କ୍ଷୋଭ ପ୍ରକାଶ କରିଛନ୍ତି । ସେହିପରି ସ୍ଥାନୀୟ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ଯୁବକ ଶ୍ରୀ ରଥ ଦୁରିଆ ମଧ୍ୟ ଅନୁରୂପ ଭାବେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପରେ ବିଡ଼ିଓ ଆନ୍ଦୋଳନକାରୀଙ୍କୁ ଖୁବଶୀଘ୍ର ତାଙ୍କ ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟାଇଥିବା ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like