-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ନିର୍ଝରିଣୀର ରାଜ୍ୟସ୍ତରୀୟ ସାରସ୍ୱତ ସମାବେଶ ଅନୁଷ୍ଠିତ

16-Dec-2024



କଣ୍ଟାବାଞ୍ଜି/ ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ ନିର୍ଝରିଣୀର ତ୍ରୟୋଦଶ ରାଜ୍ୟ ସ୍ତରୀୟ ବାର୍ଷିକ ସାରସ୍ଵତ ସମାବେଶ ସ୍ଥାନୀୟ ଜି,ଆର,ପେଲେସ ଠାରେ ଧୂମଧାମରେ ପାଳିତ ହୋଇଥିଲା।ସମାବେଶର ଉଦଘାଟନୀ ଉତ୍ସବରେ ସ୍ୱତନ୍ତ୍ର ବିକାଶ କମିଟିର ପ୍ରାକ୍ତନ ଉପଧ୍ୟକ୍ଷା ନିରୁପମା ମାଝୀ ଯୋଗ ଦେଇ ଜଗତର ନାଥ ଜଗନ୍ନାଥଙ୍କ ଫଟୋଚିତ୍ରରେ ଧୂପଦୀପ ଓ ପୁଷ୍ପମାଲ୍ୟ ଅର୍ପଣ କରି ଉଦଘାଟନ କରିଥିଲେ।ପ୍ରଥମ ଅଧିବେଶନରେ କବି ଭିକାରୀ ଚରଣ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବହୁଭାଷୀ କବିତା ପାଠରେ ଡକ୍ଟର ବିଜୟ ଶର୍ମା, ନୀଳମଣି ସାହୁ ସମ୍ମାନିତ ଅତିଥି ଥିବାବେଳେ ସଂଯୋଜକ ସଞ୍ଜୁକ୍ତା ପରିଛା, ସଞ୍ଜୁକ୍ତା ଚନ୍ଦନ, ସ୍ୱର୍ଣକାନ୍ତୀ ପତିଙ୍କ ସଂଯୋଜନାରେ ଶତାଧିକ କବି କବୟିତ୍ରୀ କବିତା ପାଠ କରିଥିଲେ।ପ୍ରତିଷ୍ଠାତା ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ସ୍ୱ।ଗତ ଭାଷଣ ଓ ସାଂସ୍କୃତିକ ସମ୍ପାଦକ ମାନସ ରଞ୍ଜନ ଜାଲ ସଭା ପରିଚାଳନା କରିଥିଲେ।ଦ୍ୱିତୀୟ ଅଧିବେଶନରେ କଣ୍ଟାବାଞ୍ଜି ତହସିଲଦାର ଅଞ୍ଜଳି ମାଝୀ,ମୁଖ୍ୟ ଅତିଥି,ଶିଶୁ ସାହିତ୍ୟିକ ଡକ୍ଟର ଯୁଗଳ କିଶୋର ଷଡ଼ଙ୍ଗୀ,ଶିଶୁ ସାହିତ୍ୟିକା ସୁଶ୍ରୀ ସବିତା ଭୋଇ, ରବି ନାରାୟଣ ତ୍ରିପାଠୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ଡକ୍ଟର ନାରାୟଣ ମିଶ୍ର ସଭା ପରିଚାଳନା କରିଥିଲେ।ଡକ୍ଟର ଯୁଗଳ କିଶୋର ଷଡ଼ଙ୍ଗୀଙ୍କ ୭୯ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଥିଲା।ଅନୁଷ୍ଠାନର ତ୍ରୟମାସିକ ଶିଶୁ କିଶୋର ପତ୍ରିକା ମମତାର ଡୋରି ଉନ୍ମୋଚିତ ହୋଇଥିଲା।ପୂର୍ବରୁ କରାଯାଇଥିବା ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ସ୍ୱର୍ଗତ ନବୀନ ଚନ୍ଦ୍ର ମହାନ୍ତି ସ୍ମୃତି ପୁରସ୍କାର ପ୍ରଦାନ କରାଯାଇଥିଲା।ସଂପାଦକ ବିରଞ୍ଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।ତାପରେ ଉଦଯାପନୀ ଉତ୍ସବରେ ଅନୁଷଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ହାଜୀ ମହମ୍ମଦ ଆୟୁବ ଖାନ,ମୁଖ୍ୟ ଅତିଥି, କବି କିଶାନ ଦିବାନ,ଛତିଶଗଡ଼ ମୁଖ୍ୟ ବକ୍ତା ଥିବା ବେଳେ ଈଶ୍ବର ଚନ୍ଦ୍ର ଖମାରୀ, କପିଳେଶ୍ୱର ଖମାରୀ, ମୃତ୍ୟୁଞ୍ଜୟ ତ୍ରିପାଠୀ,ସୂର୍ଯ୍ୟକାନ୍ତ ରଣା, ଉପସଭାପତି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ଲକ୍ଷ୍ମୀଧର ମାଝୀଙ୍କ ଲିଖିତ ରାଣୀପୁର ଝରିଆଲର ଦ୍ବିତୀୟ ସଂସ୍କରଣ ଉନ୍ମୋଚିତ ହୋଇଥିଲା।କବି ଜ୍ୟୋତି ପ୍ରକାଶ ଗଡ଼ତ୍ୟା ମଞ୍ଚ ପରିଚାଳନା ଓ ଅଞ୍ଜଳି ମାଝୀ ସହ ସମ୍ପାଦିକା ଧନ୍ୟବାଦ ଅର୍ପଣ କରିଥିଲେ।ଏହି ସଭାରେ ସାରା ଓଡିଶାର ସତେଇଶ ଜଣ ବିଶିଷ୍ଟ ବ୍ୟକ୍ତି ବିଶେଷ ଯଥା କବି ପ୍ରଶାନ୍ତ କୁମାର ମଙ୍ଗରାଜ,ଡକ୍ଟର ଵିଜୟ ଚନ୍ଦ୍ର ମହାରଣା, ଡକ୍ଟର କପିଳେନ୍ଦ୍ର ଦାସ,ଗୁରୁ ଆଲୋକ ପ୍ରକାଶ ଦାସ, ନରେନ୍ଦ୍ର କୁମାର ସୁନା, ଯାଦବେନ୍ଦ୍ର ସା,ଅଭୟ ଚରଣ ତ୍ରିପାଠୀ, ପ୍ରଭାତ କୁମାର ମିଶ୍ର, ବିମ୍ବାଧର ମେହେର, ଅନନ୍ତ ବାଗ,ପୂର୍ଣ୍ଣିମା ଖମାରୀ, ପବିତ୍ର ସାହୁ, ତରୁଣ ସିଂ ଦୀପ,ଗୌରୀ ରାଉତ,କେତନ ରଣା, ଅରୁଣ ପାତ୍ର, ସ୍ୱର୍ଣକାନ୍ତୀ ପତି,କପିଳେଶ୍ୱର ଖମାରୀ, କିଶାନ ଦୀବାନ,ଲିପିକା ପୁଟେଲଙ୍କୁ ଉପଢୌକନ, ମାନପତ୍ର, ସ୍ମୃତି ଫଳକ,ପୁସ୍ତକ ଦେଇ ଅତିଥି ବୃନ୍ଦ ସମ୍ମାନିତ କରିଥିଲେ ଓ ଅନୁପସ୍ଥିତ ବ୍ୟକ୍ତିଙ୍କୁ ମାନପତ୍ର ପରବର୍ତ୍ତୀ କାର୍ଯ୍ୟକ୍ରମରେ ପ୍ରଦାନ କରାଯିବାକୁ ଘୋଷଣା କରାଯାଇଥିଲା।କଣ୍ଠଶିଳ୍ପୀ ଗଣପତି ବେହେରା ଓ ସାଥୀ ସଙ୍ଗୀତ ପରିବେଷଣ କରିଥିଲେ।ବାନ୍ଧନପାଲି ଆଶ୍ରମ, ହିଆଲ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଓ ଅନ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ମମତା ପଣ୍ଡା, ନିର୍ଝରିଣୀ ଦାଶ, ମଞ୍ଜୁଲତା ଧରୁଆ, ନିରୁପମା ମିଶ୍ର,ସାଧବୀ ସାହୁ,ଦୀନବନ୍ଧୁ ବଗର୍ତ୍ତୀ,ଅନ୍ତର୍ଯ୍ୟାମୀ ବରିହା, ବିରଞ୍ଚି ଖର୍ସେଲ,କୈଳାସ ଦୀପ,ଗୋପୀନାଥ ଦଣ୍ଡସେନା, ରମେଶ ବାରିକ, ଉମେଶ ବେହେରା, ସୁଜାତା ସେଠୀ, ଜ୍ୟୋତ୍ସ୍ନା ବରିହା,କିଶୋର ବରିହା, ରଜନୀକାନ୍ତ ପୁରୋହିତ, ରାଜକିଶୋର ମେହେର, ରାଜଦୀପ ପୁରୋହିତ,ଥମିର ଛତ୍ରିଆ, ଧନସିଂ ମାଝୀ ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like