-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୁବଳୟା କଲେଜରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

16-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅଧିନସ୍ଥ ସୁବଳୟା ଯୁକ୍ତ ଦୁଇ କଲେଜ ର ୩୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କଲେଜ  ଅଧ୍ୟକ୍ଷ ଭୋଳାନାଥ କର୍ମୀ ଙ୍କ ସଭାପତିତ୍ବରେ  ଅନୁଷ୍ଠିତ ସଭାରେ ଓଡିଶା ଉଚ୍ଚ ନ୍ୟାୟଲୟର ପୂର୍ବତନ ବିଚରାପତି ତଥା ବର୍ତମାନ ଓଡିଶା ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ନ୍ୟାୟଧୀଶ ଶତ୍ରୁଘନ ପୂଜାହାରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ ମୋବାଇଲ ଠାରୁ ଦୁରେଇ ରହି ପ୍ରସ୍ତୁତି ଅଧ୍ୟୟନ ରେ ସମୟ ଉପଯୋଗୀ କରିବା ଏବଂ ବୈଜ୍ଞାନିକ ମୋନନୀତ କୁ ନେତୃତ୍ୱ ଗଣର ବିକାଶ କରିବାପାଇଁ ପରାମର୍ଶ ଦେଇଥିଲେ।  ମୁଖ୍ୟ ବକ୍ତା ଭାବେ  ବିଜୁ ପଟନାୟକ ମହିଳା  ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର କ୍ଷେତି  ଛାତ୍ର ଛାତ୍ରୀ ମାନେ ଉତ୍ତମ ଚରିତ୍ର ଗଠନ କରି ଏକ ସୁନ୍ଦର ଗୁରୁଶିଷ୍ୟ ସମ୍ପର୍କ ରକ୍ଷା କରି କରିବା ପାଇଁ ବକ୍ତବ୍ୟ ପ୍ରଦାନ କରିଥିଲେ । ଜଗନ୍ନାଥ ଭଲଭଦ୍ର ଏବଂ ସୁଭଦ୍ରା ଙ୍କ ମୂର୍ତ୍ତି ରେ ମାଲ୍ୟା ର୍ପଣ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଜଗନ୍ନାଥ ଷ୍ଟକ ଗାନ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଅଧ୍ୟାପକ ଦେବାଶିଷ ପଧାନ ଅତିଥି ପରିଚୟ ଓ ସ୍ୱଗତ ସହ ମଞ୍ଚ ପରିଚାଳନା କରିଥିଲେ। ସାଂସ୍କୃତିକ ସଂସଦର ଉପସଭାପତି ପ୍ରାଧ୍ୟପକ ରମାକାନ୍ତ ପୁରୋହିତ ବାର୍ଷିକ ବିବରଣୀ ପାଠ ତଥା ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛlତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେ କର୍ମଚାରୀ ମାନଙ୍କ ମଧ୍ୟରେ ହୋଇଥିବା ଦୌଡ଼ ପ୍ରତିଯୋଗିତା ରେ ପ୍ରଥମ ହୋଇଥିବା ସଞ୍ଜୟ କୁମାର ମେଣ୍ଡିଲି ଙ୍କୁ ପଦକ ପ୍ରଦାନ କରାଯାଇଥିଲା। ୨୦୨୪ ଯୁକ୍ତ ପରୀକ୍ଷାରେ ଟପ୍ପର ହୋଇଥିବା ସୁଶ୍ରୀ ଲିସ୍ପାରାଣୀ ଖମାରୀଙ୍କୁ ଚେକ ଓ ମାନପତ୍ର ପ୍ରଧାନ କରାଯାଇଥିଲା । ସଭା ଶେଷରେ ଛାତ୍ର ଛତ୍ରୀ ମାନଙ୍କ ଦ୍ଵାରା ସାଂକୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମ ରେ ପ୍ରଜ୍ଞା କଳ୍ପିତା ନାଏକ, ମିତା ପଧାନ, ଅର୍ପିତା ନାୟକ, ସୁବ୍ରତ ପଣ୍ଡା, ଦିଲୀପ କୁମାର ମେହେର , ଗୋପାଳ ଭୋଇ, ଶମ୍ଭୁ ସାହୁ ଓ ହର ସାହୁ  ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like