-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୯୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

16-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  ୮୯ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ , ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଳା  ଯୋଗାଣ ଅଧିକାରୀ ରେବତୀ ସିଂ, ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଡେପୁଟି କଲେକ୍ଟର ଜରୁରୀ ଶାଖା କୃଷ୍ଣ ମୋହନ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ଶ୍ରମ ଅଧିକାର,ତହସିଲଦାର ବିନିକା ସୀତାରାମ ଭୋଇ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like