-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୁଖ ହଜିଗଲା ଅଧା ବାଟରେ ନାଟକ ମଞ୍ଚସ୍ଥ

16-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲା ବୀରାମହରାଜପୁର ବ୍ଲକ ଖଣ୍ଡହତା  ପଞ୍ଚାୟତ ଅନ୍ତର୍ଗତ ବଡ଼ ବରଡ଼ାକଟା ଠାରେ ମାହେଶ୍ୱରୀ ନାଟ୍ୟ ସଂସଦ ତରଫରୁ ମାସବ୍ୟାପି ଲଷ୍ମୀପୂଜା ଉଦଯାପନୀ ଅବସରରେ ସାମାଜିକ ନାଟକ 'ସୁଖ ହଜିଗଲା ଅଧା ବାଟରେ' ମଞ୍ଚସ୍ଥ ହୋଇଯାଇଛି।୧୯୮୪ ମସିହା ରୁ ଆରମ୍ଭ ହୋଇଥିବା ଲଷ୍ମୀପୂଜା ଏହି ବର୍ଷ ଚାଳିଶ ବର୍ଷ ରେ ପଦାର୍ପଣ କରିଛି। ପୂର୍ଵ ରୁ ଗ୍ରାମର ସୌଖିନ କଳାକାର ମାନଙ୍କ ଦ୍ୱାରା ମାର୍ଗଶିର ମାସ ପ୍ରତି ଗୁରୁବାର ପୌରାଣିକ ନାଟକ ଲଷ୍ମୀ ପୁରାଣ କରାଯାଉଥିଲା।‌ କିଛି ବର୍ଷ ହେବ ସାମାଜିକ ନାଟକ ପରିବେଷଣ କରାଯାଉଛି!ଏହି ଅବସରରେ ଆୟୋଜିତ ସାଂସ୍କୃତିକ ସଭାରେ  ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ସାଂସଦ ପ୍ରତିନିଧି ନଳିନୀ ପଣ୍ଡା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ଚମ୍ପାମାଲ ସମିତି ସଭ୍ୟ ଲଷ୍ମୀ ନାରାୟଣ ପୁରୋହିତ, ମାହେଶ୍ୱରୀ ନାଟ୍ୟ ସଂସଦ ସଭାପତି ରତନ ନାୟକ ଓ ଉପଦେଷ୍ଟା ଅକ୍ଷୟ କୁମାର ମିଶ୍ର ପ୍ରମୁଖ ଯୋଗ ଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା ହିମାଂଶୁ ପଣ୍ଡା କରିଥିବା ବେଳେ ଆନନ୍ଦ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।ଦେବବ୍ରତ ପୁରୋହିତ ଓ ନରେଶ ପଧାନ ନିର୍ଦ୍ଦେଶିତ ନାଟକ ରେ ଅଗସ୍ତି ରଣା, ସୁମନ ବେଲଘରିଆ, ସାନ ଦେହେରି, ବିଦ୍ୟା ଦେହେରି, ସୁନୁ ପୁରୋହିତ,ଗଣେଶ କର୍ଣ୍ଣ, ଶଙ୍ଖବ୍ରତ ପୁରୋହିତ, ରଥି ଗାଈଗରିଆ, ବିଶ୍ୱ  ଗାଈଗରିଆ, ବିନୋଦ ଗାଈଗରିଆ,ବୁଦ୍ଧ ଦେବ ସାହୁ, ବ୍ୟାସଦେବ ସାହୁ,ଅଭିନୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like