-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||     

HOME   ଅପରାଧ

ରାଉରକେଲା: ଘର ଭିତରେ ଵନ୍ଦି ଭାବେ ରହୁଥିବା ତିନିଜଣ ଯୁବତୀଙ୍କୁ ଉଦ୍ଧାର କଲେ ଵିଜୁ ଛାତ୍ର ଜନତା ଦଳ କର୍ମୀ

10-Jan-2021



ରାଉରକେଲା, (ପ୍ରେରଣା ଖବର ବ୍ୟୁରୋ) -  ଘର ଭିତରେ ଵନ୍ଦି ଭାବେ ରହୁଥିବା ତିନିଜଣ ଯୁବତୀ ଉଦ୍ଧାର। ଵିଜୁ ଛାତ୍ର ଜନତା ଦଳର କର୍ମୀମାନଙ୍କ ଦ୍ବାରା  ଯୁବତୀ ଉଦ୍ଧାର । ସ୍ପଞ୍ଜ କାରଖାନାରେ ଚାକିରୀ ନାମରେ ଯୁବତୀକୁ ଦାଣ୍ଡିଆପାଲି ଅଞ୍ଚଳରେ ଏକ ଘରେ ବନ୍ଦୀ ଭାବେ ରଖାଯାଇଥିବା ଅଭିଯୋଗ । ତିନି ଯୁବତୀଙ୍କ ଠାରୁ ଚାକିରି ଦେଵା ନାମରେ ୨୦ହଜାର ଟଙ୍କା ଲେଖାଏଁ ଆଦାୟ କରାଯାଇଥିବା ଅଭିଯୋଗ।  ଦାଣ୍ଡିଆପାଲି ର ଦୁଇଟି ଘରେ ୩୦ରୁ ଅଧିକ ଯୁବତୀକୁ ଚାକିରି ଦେଵା ନାମରେ ଆଣି ଅଟକ ରଖାଯାଇଥିବା ଉଦ୍ଧାର ଯୁବତୀଙ୍କ ଅଭିଯୋଗ। କଲୁଙ୍ଗା ଅଞ୍ଚଳରେ ଏକ ସ୍ପଞ୍ଜ କାରଖାନାରେ ଚାକିରୀ ଦେଵା ନାମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଯୁବତୀଙ୍କ ଠାରୁ ଟଙ୍କା ଆଦାୟ କରି ଯୁବତୀକୁ ଠକାଯାଇ ବନ୍ଦି ଭାବେ ରଖାଯାଉଥିବା ଅଭିଯୋଗ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026

You Might Also Like