-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ପାଗଳ କୁକୁର କାମୁଡ଼ା ରେ ସୋନପୁର ବାସୀ ଆତଙ୍କିତ*- *ପୌର ପ୍ରଶାସନ ର ହସ୍ତକ୍ଷେପ ଦାବୀ*

16-Dec-2024



-  ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହରରେ ଦିନକୁ ଦିନ ବୁଲା  କୁକୁରଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଗତକାଲି ଠାରୁ ସୋନପୁର ସହରର ବିଭିନ୍ନ ପଡ଼ାରେ ୨୦ ରୁ ଊର୍ଦ୍ଧ୍ବ ଲୋକ କୁକୁର କାମୁଡ଼ାର ଶିକାର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସେଥିରୁ ୫ଜଣ ଆହତଙ୍କ ଠିକଣା ମିଳିଥିବାବେଳେ ଅନେକଙ୍କ ଠିକଣା ମିଳିପାରିନାହିଁ। ଆହତ ୫ଜଣ ହେଲେ ସହରର ଧିବରପଡ଼ାର ସିଦ୍ଧାନ୍ତ ପଧାନ, ପଟାଭାଡ଼ିର ଅଳକା ମେହେର, ଥନାପତି ପଡ଼ାର ସୌମ୍ୟ ପ୍ରଧାନ, ବ୍ଳକଛକର ଗୋଲେଖ ସାହୁ ଏବଂ ନୂଆମାଲି ପଡ଼ାର ଗିରି ଗୋବଦ୍ଧନ ମହାପାତ୍ର ବୋଲି ଜଣା ପଡିଛି। ସେପଟେ ଆଜି ସୋମବାର ସକାଳୁ ମଧ୍ୟ ମଝିପଡାର ରାଜୀବ ସାହୁ ଓ ପୂର୍ଣାବାସୀ ନାଏକ ମଧ୍ୟ କୁକୁର କାମୁଡ଼ା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବୁଲା କୁକୁର ଦଳ ସହରର ବିଭିନ୍ନ ଛକ ତଥା ଗଳି ମାନଙ୍କୁ ଦଳ ଦଳ ହୋଇ ଆତଙ୍କ ସୃଷ୍ଟି କରୁଛନ୍ତି ଫଳରେ ଛୋଟ ଶିଶୁ ଏବଂ ବୟସ୍କ ବ୍ୟକ୍ତି ବାହାରକୁ ବାହାରିବା ବିପଦପୂର୍ଣ୍ଣ ହୋଇପଡ଼ିଛି। ସୂଚନା ଅନୁଯାୟୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨୦୨୩ ନଭେମ୍ବରରୁ ୨୦୨୪ ନଭେମ୍ବର ମଧ୍ୟରେ ୮୯୩ ବ୍ୟକ୍ତି କୁକୁର କାମୁଡା ଯୋଗୁ ଚିକିତ୍ସିତ ହୋଇଛନ୍ତି।  ଗୋଟିଏ ଦିନରେ ସହରରେ ୨୦ ରୁ ଉର୍ଦ୍ଧ୍ବ ଜଣଙ୍କୁ କୁକୁର କାମୁଡିବା ଘଟଣାକୁ ନେଇ ସହରରେ ଭୟ ଆତଙ୍କ ଖେଳିଯାଇଛି। ବୁଲା କୁକୁର ମାନଙ୍କୁ ସହର ରୁ  ଘଉଡାଇବା ସହ କୁକୁର ଙ୍କ ଦୌରାତ୍ମ୍ୟ ରୋକିବାକୁ ସୋନପୁର ପୌର ପ୍ରଶାସନ ତ୍ବରିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ସେପଟେ କିଛି ମାସ ପୂର୍ବରୁ ସୋନପୁରରୁ ୮ କିମି ଦୂର ବଲାଙ୍ଗୀର ରାସ୍ତାରେ ଏକ କୁକୁର ବୋଝେଇ ଗାଡି କୌଣସି ସହରରୁ ଆଣି ସୋନପୁର ପଟକୁ ଛାଡି ଚାଲି ଯାଇଥିବା କିଛି ସ୍ଥାନୀୟ ଭଦ୍ରବ୍ୟକ୍ତି ଦେଖିଥିବା ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like