-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଜମି ଅଧିଗ୍ରହଣ ଆରମ୍ଭ କରିବାକୁ ଗୃହରେ ଦାବି : ପ୍ରଦୀପ ପୁରୋହିତ

16-Dec-2024



ପଦ୍ମପୁର, ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପର ଜମି ଅଧିଗ୍ରହଣ କାମ ଖୁବଶୀଘ୍ର ଆରମ୍ଭ କରିବାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଏହାସହ ପ୍ରକଳ୍ପ କାମ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ରେଳମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି । ଆଜି ସଂସଦରେ ଶୂନ୍ୟକାଳରେ ବରଗଡ଼-ନୂଆପଡ଼ା ପ୍ରକଳ୍ପ ବାବଦରେ ସାଂସଦ ପୁରୋହିତ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି ପ୍ରକଳ୍ପ ଦ୍ୱାରା ପଶ୍ଚିମ ଓଡ଼ିଶାର ବିକାଶ ହେବାସହ ରୋଜଗାରର ମାଧ୍ୟମ ହୋଇପାରିବ । ଗମନା ଗମନରେ ଲୋକଙ୍କର ଅନେକ ସୁବିଧା ହୋଇପାରିବ ବୋଲି ସେ କହିଛନ୍ତି । ଏହି ରେଳ ପ୍ରକଳ୍ପ ଦ୍ୱାରା ଆମ ଅଂଚଳର କଳା ସାହିତ୍ୟର ବିକାଶ ହେବ । ବାଣିଜ୍ୟ ବେପାର ବୃଦ୍ଧି ପାଇବ ବୋଲି ଗୃହରେ ସେ କହିଛନ୍ତି । ବହୁ ବର୍ଷ ଧରି ଏହି ରେଳ ପ୍ରକଳ୍ପ ପାଇଁ ଦାବି ହୋଇ ଆସୁଥିଲେ ମଧ୍ୟ କୌଣସି ସରକାର ଧ୍ୟାନ ଦେଉନଥିଲେ । ବରଗଡ଼-ନୂଆପଡ଼ା ୧୩୮ କିଲୋମିଟର ରେଳପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୨ ହଜାର ୯୨୬ କୋଟି ଟଙ୍କା ଖର୍ଚ୍ଚ ଅନୁଦାନ କରିଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତିି ବରଗଡ଼ ସାଂସଦ ପ୍ରଦୀପ  ପୁରୋହିତ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like