-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସଇଁତଳା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

16-Dec-2024



ବଲାଙ୍ଗିର: ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ସଇଁତଳା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନ ର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୮୨ ଗୋଟି

ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୧ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୨୧ ଟି ସାମୁହିକ ଅଭିଯୋଗ ଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ  ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୧୭ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର , ଟିଟିଲାଗଡ  ଉପଜିଲ୍ଲାପାଳ ରେହାନ ଖେତ୍ରୀ ,

ସଇଁତଳା ବିଡିଓ ବିନୟ କୁମାର ଭୋଇ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା ,  ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର , ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ପ୍ରଫୁଲ୍ଲ ଭଞ୍ଜ , ସ୍ନିଗ୍ଧାରାଣୀ ତ୍ରିପାଠୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହାପରେ ଜିଲ୍ଲାପାଳ ସଇଁତଳା ଥାନା ଯାଞ୍ଚ ପରେ ଜାମପଦର ସୁଶାନ୍ତ ଭୋଇଙ୍କ ପିଜୁଳି ବଗିଚା ବୁଲି ଦେଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like