-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୋନପୁର ରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଶାଖା ଗଠିତ

16-Dec-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଶ୍ରୀ ଗୋପାଳ ଜୀ ଯୋଗାଳୟ ସାଧନା ପୀଠ ରେ ଗରେଖ ନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଟିତ ହୋଇ ଯାଇଛି l ଏଥିରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ର ଓଡ଼ିଶା ସଂଜୋଜକ ଶ୍ରୀ ଗିରିଜା ଶଙ୍କର ରଥ ଏହାର ଆଭିମୁଖ୍ୟ ଓ ଆବଶ୍ୟକତା ସଂପର୍କ ରେ ବିଷଦ ବିବରଣୀ ଦେବା ପରେ ମଞ୍ଚlଷିନ ଅତିଥି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର, ଡ଼ଃ ପ୍ରଫୁଲ୍ଲ ରଥ ଓ ଡଃ ଆର୍ତ୍ତ ତ୍ରlଣ ବାବୁ ସୁବର୍ଣ୍ଣପୁର ର ସାହିତ୍ୟ ସଂସ୍କୃତି କୁ ବିସ୍ତାର କରିବା କୁ ଏହାର ଖୁବ୍ ଆବଶ୍ୟକତା ରହିଥିବା ମତ ରଖିଥିଲେ l ଏହି ଅବସର ରେ ଆଜି ଏକ ସାହିତ୍ୟ ପରିଷଦ ଗଠନ କରଯାଇଛି l ସଭାପତି ଭାବେ ଡ଼ଃ ଜ୍ୟୋତି ରଞ୍ଜନ ବହିଦାର, ଉପ ସଭାପତି ଭାବେ ଡ଼ଃ ପ୍ରଫୁଲ୍ଲ ରଥ, ସମ୍ପାଦକ ଭାବରେ ଡ଼ଃ ଆର୍ତ୍ତ ତ୍ରାଣ ବାବୁ, ସହ ସମ୍ପାଦକ ଭାବରେ ପଙ୍କଜ ଖମାରୀ, କୋଷାଧ୍ୟକ୍ଷ ଭାବେ ଦେବ କିଶୋର ଦାନୀ, ସଞ୍ଜୋଜକ ଭାବେ ପ୍ରଦୀପ ପୁରୋହିତ ଙ୍କୁ ଚୟନ କରାଯାଇଥିବା ବେଳେ ଉପଦେଷ୍ଟା ଭାବେ ଗୋରେଖ ନାଥ ସାହୁ, ରମେଶ ପ୍ରାସାଦ ନାୟକ ଙ୍କୁ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ଭାବରେ ସୋନପୁର ରୁ ଆଦିତେଶ୍ୱର୍ ମିଶ୍ର, ସୁଦାମ ନାଏକ, ଶ୍ରୀଧର ବାଗ, ଓ ବିଭିନ୍ନ ବ୍ଲକ୍ ରୁ ବିନିକା ରୁ ପ୍ରମୋଦ ପଣ୍ଡା, ତରଭା ରୁ ଜୟ ପ୍ରକାଶ ସାହୁ, ବି ଏମ୍ ପୁର ରୁ ଦ୍ଵିତି କୃଷ୍ଣ ପଣ୍ଡା, ଉଲୁଣ୍ଡା ରୁ ଯୋଗିନ୍ଦ୍ର ପଣ୍ଡା, ଓ ଡୁଙ୍ଗୁରିପାଲି ରୁ ସୁବାସ ପାତ୍ର ଙ୍କୁ ମନୋନୀତ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like