-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଚାଷୀଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଲେ ଉତ୍ପନ୍ନ ଭୋଇ

16-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଭେଡେନ ବ୍ଲକ ଅନ୍ତର୍ଗତ କୁବେଡେଗା ମାର୍କେଟ ୟାଡ୍ ଠାରେ ଉକ୍ତ ପଞ୍ଚାୟତର ସମସ୍ତ ଗ୍ରାମର ଚାଷୀମାନଙ୍କୁ ନେଇ ଧାନ ବିକ୍ରି ବ୍ୟବସ୍ଥାରେ ଚାଲିଥିବା ଅଚଳାବସ୍ଥାର ଦୂରୀକରଣ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉତ୍ପନ୍ନ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଅାୟୋଜିତ ଏହି ସଭାରେ ଗତ ନଭେମ୍ବର ୨୦ ତାରିଖରୁ ମାର୍କେଟ ୟାଡରୁ ଧାନ ଉଠାଇବାର ସରକାରୀ ସ୍ତରରେ ଘୋଷଣା ହେଇଥିଲେ ହେଁ ୭୮୦୦ କୁଇଣ୍ଟାଲ  ଟାର୍ଗେଟ ମଧ୍ୟରୁ
ଆଜି ପର୍ଯ୍ୟନ୍ତ ମାତ୍ର ୧୬୨୨ କୁଇଣ୍ଟାଲ ଧାନ ଉଠି ବାକି ୬୧୭୭ କ୍ୟୁଣ୍ଟାଲ ଧାନ ପଡ଼ି ରହିଥିବାରୁ ଚାଷୀ ମାନଙ୍କ ମଧ୍ୟରେ ଗଭୀର ଉଦ୍ବେଗ ପ୍ରକାଶ ପାଇଛି। ଏଥିମଧ୍ୟରୁ ଅନେକ ଚାଷୀଙ୍କ ଟୋକନ୍ ଅବଧି ଆସନ୍ତା ୧୯ ତାରିଖ ସୁଦ୍ଧା ସରିବାକୁ ଯାଉଛି। ମିଲ୍ ବାଲାଙ୍କ ମନମାନି ଏତେ ଅନୁଭୂତ ହେଉଛି ଯେ, ପ୍ରକୃତ କ୍ରୟ ସଂସ୍ଥା ପେକ୍ସ୍ ଓ ଆର୍ ଏମ୍ ସି  କର୍ମଚାରୀ ସଂପୂର୍ଣ୍ଣ ଅସହାୟ ଜଣାପଡୁଛନ୍ତି । ଏଭଳି ସ୍ଥିତିରୁ ମୁକୁଳିବାକୁ ଅନ୍ୟ ଉପାୟ ନପାଇ ଶେଷରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ସମସ୍ତେ ଅଣ୍ଟା ଭିଡିଛନ୍ତି। ଶେଷରେ ସର୍ବ ସମ୍ମତ ନିଷ୍ପତ୍ତି କ୍ରମେ ସ୍ଥାନୀୟ ତହସିଲଦାରଙ୍କ ଜରିଆରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ  ସ୍ମାରକ ପତ୍ର ଦେଇ କାଲି ସୁଦ୍ଧା ସବୁ ତକ ଧାନ ନ ଉଠିଲେ ଆସନ୍ତା ୧୮ ତାରିଖରେ କୁବେଡେଗା ମାର୍କେଟ ୟାଡ୍ ସଂଲଗ୍ନ ଭେଡେନ - ବରଗଡ଼ ରାସ୍ତାରେ ଧାନ ବସ୍ତା ରଖି ଅନିର୍ଦ୍ଦିଷ୍ଟ କାଳ ଆନ୍ଦୋଳନ କରିବାକୁ ଚେତାବନୀ ଦିଆଯାଇଛି। ଉକ୍ତ ଆଲୋଚନା ସଭାରେ ଅନ୍ୟମାନଙ୍କ ମଧ୍ୟରେ ମଧୁସୂଦନ ତ୍ରିପାଠୀ, ସୁକାନ୍ତ ସତପଥି, ଜନାର୍ଦ୍ଦନ ମିଶ୍ର, ସୁବୋଧ ସତପଥି , ଅଚ୍ୟୁତା ଭୋଇ, ଦେବେନ୍ଦ୍ର ପ୍ରଧାନ, ସୁଶୀଳ ବେହେରା,କ୍ଷିରୋଦ୍ର ବାରିକ,ଅଜିତ ପ୍ରଧାନ, ଜୟଦେବ ପ୍ରଧାନ, ଅତୁଲ୍ୟ ଭୋଇ, କିଶୋର ପ୍ରଧାନ, ପ୍ରହଲ୍ଲାଦ ପ୍ରଧାନ, ଅଶୋକ ପ୍ରଧାନ, ବିକାଶ ଭୋଇ, ଉଜ୍ଜ୍ୱଳ ଭୋଇ, ସିଦ୍ଧେଶ୍ୱର ପ୍ରଧାନ, ନବୀନ ଭୋଇ, ପ୍ରଦୀପ ଭୋଇ,ଶୁକଦେବ ବାଗ,   ଅକ୍ଷୟ ପ୍ରଧାନ ,ଘନଶ୍ୟାମ ମହାକୁର,କ୍ଷମାନିଧି ବେହେରା, ଅଶ୍ବିନୀ ସତପଥି,ଭିଟୋ ସାହୁ, ଶଙ୍କର ମହାକୁର, ପ୍ରମୋଦ ବିଶି, ସନ୍ତୋଷ ବିଶି, ନନ୍ଦିଘୋଷ ମହାକୁର ପ୍ରମୁଖ ଶତାଧିକ ଚାଷୀ ଅଂଶଗ୍ରହଣ କରି ଆନ୍ଦୋଳନକୁ ତୀବ୍ର କରିବା ପାଇଁ ଆହ୍ବାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like