-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଗଡ୍ସ୍ ପାଓ୍ବାର ଓ ବ୍ଳେସିଂ ମିନିଷ୍ଟ୍ରୀ ତରଫରୁ ବିଧବା ମହିଳା ଓ ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ କମ୍ବଳ ଓ ସ୍ବୀଟର ସୁଇଟର ବଣ୍ଟନ

16-Dec-2024



କୁଚିଣ୍ଡା ବ୍ଳକ ବକ୍ସମା ଗ୍ରାମପଞ୍ଚାୟତରେ ଜମନକିରା(ବି) ଠାରେ କାର୍ଯ୍ୟ କରୁଥିବା ଗଡ୍ସ୍ ପାଓ୍ବାର ଓ ବ୍ଳେସିଂ ମିନିଷ୍ଟ୍ରୀ ତରଫରୁ ସ୍ଥାନୀୟ କେତେକ ଅସହାୟ ବିଧବା ମହିଳା ମାନଙ୍କୁ କମ୍ବଳ ବଣ୍ଟନ ଏବଂ କୁଚିଣ୍ଡା ସ୍ଥିତ ଅରୁଣୋଦୟ ମାନସିକ ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସ୍ବୀଟର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆୟୋଜିତ ସଭାରେ ସଂସ୍ଥାର ସଭାପତି ପ୍ରମୋଦ ରୋହିଦାସ ସଭାପତିତ୍ବ କରିଥିଲା ବେଳେ ଉପଦେଷ୍ଟା ବିମଳ ମେହେର ସଭା ପରିଚାଳନା କରିଥିଲେ।ଏହି ସଭାରେ ମୁଖ୍ଯ ଅତିଥି ଭାବେ 

ବକ୍ସମା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସରସ୍ଵତୀ ଠାକୁର, ସମ୍ମାନୀତ ଅତିଥି ଭାବରେ କୁଟୁରାଚୁଆଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପକ ସୁବାସ ଚନ୍ଦ୍ର ନାୟକ, ସାମ୍ବାଦିକ ଗଗନ ଶର୍ମା, ସଞ୍ଜୟ କୁମାର ମିଶ୍ର, ଓକିଲ ଶାନ୍ତନୁ କାଲୋ ଓ ବକ୍ସମା ଗ୍ରାମପଞ୍ଚାୟତ ନାଏବ ସରପଞ୍ଚ ଉଷା ବାହାବା, ସମାଜସେବୀ ରବିନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅସହାୟ ୫୦ଜଣ ବିଧବା ମହିଳାଙ୍କୁ ଅତିଥିଙ୍କ ଦ୍ୱାରା କମ୍ବଳ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଅନୁଷ୍ଠାନର କମଲ ମେହେର, ପୂର୍ଣ୍ଣଚନ୍ଦ୍ର ଚିଲ,ମାନସି, ଜଗଦୀଶ ରୋହିଦାସ, କୁମୁଦବନ୍ଧୁ କିସାନ, କୁମୁଦିନୀ, ମନୋରମା କିସାନ, ଦିବ୍ୟଜ୍ୟୋତି ମେହେର ପ୍ରମୁଖ ସହଯୋଗ କରିଥିଲେ।

[ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like