-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ହାଇୱା ଧକ୍କା ରେ ନାବାଳକ ପୁଅ ମୃତ,ବାପା ଗୁରୁତର, କ୍ଷତିପୂରଣ ଦାବି ରେ ୨୫ ଘଣ୍ଟା ପରେ ରାସ୍ତା ଅବରୋଧ ହଟିଲା।

16-Dec-2024



କୋକସରା,(ତ୍ରିନାଥ ବେଶ୍ରା )
ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ଡହଗାଁ ହାଇସ୍କୁଲ ନିକଟରେ ଧର୍ମଗଡ଼ ବ୍ଳକ ଶାଗବେହେଲି ଗ୍ରାମ ର ହୃଷୀକେଶ ନାଏକ(୩୬) ଓ ୬ ବର୍ଷ ର ନାବାଳକ ପୁଅ କ୍ଷୀରୋଦ ନାଏକ ଏକ ବାଇକ ରେ ଡଙ୍ଗରିଗୁଡା  ନିଜ ଶ୍ୱଶୁର ଘର କୁ ଆସୁଥିବା ବେଳେ ଡ଼ହଗାଁ ହାଇସ୍କୁଲ ଛକ ନିକଟରେ ଏକ  ହାଇୱା ଧକ୍କା ଦେଇ ଫେରାର ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ବାପା ସାମ୍ନାରେ ନାବାଳକ ପୁଅ ର ଶୋଚନୀୟ ମୃତ୍ୟୁ ହୋଇଥିଲା। ଅନ୍ୟପଟେ ବାପା ଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ଥିବାରୁ ଚିକିତ୍ସା ପାଇଁ ଭବାନୀପାଟଣା ରୁ ବିଶାଖାପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବିବାର ସନ୍ଧ୍ୟା ରୁ ଦୁର୍ଘଟଣା  ଘଟିବା ପରେ ମୃତକ ଙ୍କ ପରିବାର ଓ ପରିଜନ ମାନେ କ୍ଷତିପୂରଣ ଦାବି ଓ ଦୁର୍ଘଟଣା ଘଟାଇ ଥିବା ହାଇୱା ଗାଡି କୁ ଧରିବା ଦାବି ରେ ମୃତ ନାବାଳକ ର ଶବ କୁ ରାସ୍ତା ରେ ରଖି ରାସ୍ତା ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ପହଞ୍ଚି ବୁଝାସୁଝା କରିବା ପରେ ମଧ୍ୟ ନିଜ ଜିଦ ରେ ରହି ଶୀତ କାକର ରେ ରାସ୍ତା ଅବରୋଧ ଜାରି ରଖିଥିଲେ। ସୋମବାର ସକାଳ ରେ ଦଣ୍ଡପାଟ ଅଞ୍ଚଳ ର ନେତା ଦିଗାମ୍ବର ଦୁରିଆ,ପ୍ରଶାନ୍ତ ତିବାରି, ରାଜମିସ୍ତ୍ରୀ ସଙ୍ଘ ର କର୍ମକର୍ତ୍ତା ମାନେ ପହଞ୍ଚି ପରିବାର ଲୋକ ଙ୍କ ସହ ଧାରଣା ରେ ବସି ଘଟଣାସ୍ଥଳରେ ଉପସ୍ଥିତ ଥିବା କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ,ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା,ଆଇଆଇସି କୋକସରା ସ୍ନିଗ୍ଧାରାଣୀ ସୁନା ଙ୍କ ସହ ଆଲୋଚନା କରିଥିଲେ। ତେବେ ପୁଲିସ ପକ୍ଷରୁ ଦୁର୍ଘଟଣା ଘଟାଇଥିବା ହାଇୱା ଓ ଡ୍ରାଇଭର କୁ ଅଟକ ରଖାଯାଇଛି ଓ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରଶାସନିକ ଅଧିକାରୀ ମାନେ କହିବା ସତ୍ତ୍ୱେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ସନ୍ଧ୍ୟାରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କ ସହ ପ୍ରଶାସନିକ ଅଧିକାରୀ ଙ୍କ ଉପସ୍ଥିତି ରେ ପୁଣିଥରେ  ଆଲୋଚନା କରିଥିଲେ। ହାଇୱା ଗାଡି ମାଲିକ ୧ ଲକ୍ଷ ୫୦ ହଜାର, ରେଡ଼ କ୍ରସ ପକ୍ଷରୁ ୩୦ ହଜାର ଓ ବ୍ଲକ ଉପାଧ୍ୟକ୍ଷ ଙ୍କ ପକ୍ଷରୁ ୨୦ ହଜାର ମୋଟ ୨  ଲକ୍ଷ ଟଙ୍କା କ୍ଷତିପୂରଣ ଦେବାପରେ ୨୫ ଘଣ୍ଟା ପରେ ରାସ୍ତା ଅବରୋଧ ହଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like