-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ଜମନକିରା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ଲକ୍ଷ୍ୟlଧିକ ଟଙ୍କା ଆତ୍ମସାତ, ମାଗଣା ପୁସ୍ତିକା କୁ ବିକ୍ରି କରିଥିବାରୁ ଉଛ ସ୍ତରୀୟ ତଦନ୍ତ ଆବଶ୍ୟକ

17-Dec-2024



ଜମନକିରା: ଜମନକିରା ଶିଶୁ ବିକାଶ ଯୋଜନା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜମନକିରା ବ୍ଲକ ଅନ୍ତର୍ଗତ ପ୍ରାୟ ୨୪୧ ଗୋଟି ଅଙ୍ଗନବାଡି କେନ୍ଦ୍ର ରହିଛି ଓ ଏହି ଅଙ୍ଗନବାଡି କେନ୍ଦ୍ରରେ ଶିଶୁ ବିକାଶ ଯୋଜନା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ପୁସ୍ତିକା ପ୍ରଦାନ କରାଯାଇଛି।

ଏହି ପୁସ୍ତିକା ପାଇଁ ପ୍ରତି ଅଙ୍ଗନବାଡି କେନ୍ଦ୍ରରୁ  ୧୧୦୦ ଟଙ୍କା ଉକ୍ତ କାର୍ଯ୍ୟାଳୟ ଅଧିକାରୀଙ୍କ ନିର୍ଦେଶରେ ଜଣେ ବ୍ୟବସାୟୀ ଙ୍କୁ ପ୍ରଦାନ କରାଯାଇଛି। ଶିଶୁ ବିକାଶ ଯୋଜନା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଇ ଥିବା ପୁସ୍ତିକା ମଧ୍ୟରୁ ଦୁଇଟି ପୁସ୍ତିକା ଓଡିଶା ରାଜ୍ୟ ସରକାରଙ୍କ ଦ୍ୱାରା ମାଗଣାରେ ପ୍ରଦାନ କରାଯାଇଛି ଓ ଏହି ପୁସ୍ତିକା ବିକ୍ରି ପାଇଁ ଉଦ୍ଧିଷ୍ଟ ନୁହେଁ ବୋଲି ପୁସ୍ତିକାରେ ଉଲ୍ଲେଖ କରାଯାଇଛି କିନ୍ତୁ କାର୍ଯ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଇଥିବା ନୁଆ ଅରୁଣିମା ଅଭ୍ୟାସ ପୁସ୍ତିକା ଭାଗ-୧ ପାଇଁ ୨୫୦ ଟଙ୍କା ଓ ନୁଆ ଅରୁଣିମା ଅଭ୍ୟାସ ପୁସ୍ତିକା ଭାଗ-୨ ପାଇଁ ୨୫୦ ଟଙ୍କା ଲେଖା ନିଆଯାଇଥିବା ରସିଦ ରେ ଉଲ୍ଲେଖ କରାଯାଇଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଏହି ପୁସ୍ତିକା ଗୁଡିକ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନିଃଶୁଳ୍କ ରେ ଜମନକିରା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ କୁ ପ୍ରଦାନ କରାଯାଇଛି ଓ ଏହି ପୁସ୍ତକ ଗୁଡ଼ିକ ଜଣେ ବ୍ୟବସାୟୀ ପକ୍ଷରୁ ପ୍ରତି ଅଙ୍ଗନବାଡି କେନ୍ଦ୍ର ରେ ପ୍ରଦାନ କରିବାକୁ ଜମନକିରା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ହେଲେ ଏହି ସରକାରି ପୁସ୍ତିକା ଉକ୍ତ ବ୍ୟବସାୟୀ ଙ୍କ ପାଖରେ କିପରି ପହଁଚିଲା ଓ କାହିଁକି ଏହି ଉଭୟ ପୁସ୍ତିକା ପାଇଁ ୫୦୦ ଟଙ୍କା ରସିଦ ରେ ଉଲେଖ କରି ଜମନକିରା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଉକ୍ତ ବ୍ୟକ୍ତିଙ୍କ ଜରିଆରେ ନିଆ ଯାଉଛି ତାହା ଉଛ ସ୍ତରୀୟ ତଦନ୍ତ ସାପେକ୍ଷ। ଗୋଟିଏ ଅଙ୍ଗନବାଡି କେନ୍ଦ୍ରରୁ ଯଦି ୫୦୦ ଟଙ୍କାର ଦୁର୍ନୀତି ହୁଏ ତା ହେଲେ ଜମନକିରା ବ୍ଲକ ଅନ୍ତର୍ଗତ ୨୪୧ ଗୋଟି ଅଙ୍ଗନବାଡି ରୁ ପ୍ରାୟ ୧,୨୦,୫୦୦ ଟଙ୍କା ଆତ୍ମସାତ ହୋଇଥିବାର ଅନୁମାନ କରାଯାଉଛି ହେଲେ କେବଳ ଏତିକି ନୁହେଁ ଏହା ବ୍ୟତୀତ ଏହି କାର୍ଯ୍ୟାଳୟରେ ପୂର୍ବରୁ ଅନେକ ଦୁର୍ନୀତିର ଅଭିଯୋଗ ହେଇଥିଲେ ମଧ୍ୟ ପୂର୍ବ ସରକାରଙ୍କ ଏହି କାର୍ଯ୍ୟଳୟ ପ୍ରତି ଅନୁକମ୍ପା ରହିଥିବାରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନଥିଲା ବର୍ତମାନ ନୂତନ ସରକାର ଲୋକଙ୍କ ସରକାର ଏହି ଘଟଣାକୁ ସମ୍ବେଦନଶୀଳ ଭାବେ ନେଇ କିଭଳି ପଦକ୍ଷେଫ ନେବେ ତାହା ଦେଖିବାକୁ ରହିଲା। ଏ ସମ୍ପର୍କ ରେ ଜମନକିରା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଅଧିକାରିଣୀ ଶ୍ରୀମତୀ ମମତା ପଟେଲଙ୍କୁ ପଚାରିବାରୁ  ମୁଁ ଆପଣଙ୍କ ଠାରୁ ଘଟଣା ସମ୍ବନ୍ଧରେ ଜାଣିଲି ମୁଁ ଏହାର ତଦନ୍ତ କରିବି ବୋଲି ପ୍ରତିକ୍ରିୟା ଦେଇଥିଲେ।
(ଜମନକିରାରୁ ନଗମା ବେଗମ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like