-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ମହିୟସୀ ମହିଳାଙ୍କ ପରଲୋକ

17-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡ଼ିକାଲ କଲେଜରେ ଚିକିତ୍ସିତ ଅବସ୍ଥାରେ ସୋନପୁର ର ମହିୟସୀ ମହିଳା କୋଶଲ୍ୟା ବାରିକ ଙ୍କ ପରଲୋକ ହୋଇଛି। ବିଶିଷ୍ଟ ନାଟ୍ୟକାର ଓ ନିର୍ଦ୍ଦେଶକ ନାଟ୍ୟ ଶ୍ରୀ 
ଗଦାଧର ବାରିକ ଙ୍କ ମା କୌଶଲ୍ୟା ବାରିକ (୯୫) ତମାମ ଜୀବନ ଏକ ଅମୁଲ୍ୟ ପୁସ୍ତକ ର ନିଚ୍ଛକ ପୃଷ୍ଠାର ସମାହାରଥିଲେ। ସେ ଜଣେ ମିଷ୍ଟଭାଷୀ,ଆମାୟୀକ, ଶାନ୍ତ, ନମ୍ର, କର୍ତ୍ତବ୍ୟ ନିଷ୍ଠା ର ମହିୟସୀ  ମହିଳା ଆଜିର ସମାଜ ପାଇଁ ଏକ ଦୃଷ୍ଟାନ୍ତ ବୋଲି ସୁବର୍ଣ୍ଣପୁର ଓ ତାଙ୍କ ନିଜ  ଜନ୍ମ ମାଟି ଜିଲ୍ଲା ବୈ।ଦ୍ଧ ର ଅନେକ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ତାଙ୍କର ପରଲୋକ ଖବର ରେ ଉଭୟ ଜିଲ୍ଲାରେ ଶୋକ ପ୍ରକାଶ ପାଇଛି l ତାଙ୍କର ଅନ୍ତ୍ୟେଷ୍ଟି କ୍ରୀୟା ନିଜ ଗାଁ  ବୌଦ୍ଧ ବୁରବୁଡା ସ୍ଥିତ ଶ୍ମଶାନରେ କରାଯାଇଥିବାବେଳେ ବଡ଼ପୁଅ ରସାନନ୍ଦ ମା ଙ୍କୁ ମୁଖାଗ୍ନୀ ଦେଇଥିଲେ। ସହରର ଅଗ୍ରଣୀ ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ, ବ୍ଲକଛକ ଦୁର୍ଗାପୂଜା କମିଟି, ପଏଁରି ଓ ସ୍ଵଚ୍ଛଭାରତ ସଙ୍ଗଠନ, ସୁବର୍ଣ୍ଣପୁର ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ  ସ୍ୱର୍ଗୀୟl  ଆତ୍ମା ଙ୍କ ଶାନ୍ତି ଓ ସଦଗତି ପାଇଁ ଈଶ୍ୱରଙ୍କ ଠାରେ  ପ୍ରାର୍ଥନା କରିଥିବା ବେଳେ  ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ  ସମବେଦନା ଜ୍ଞାପନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like