-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

17-Dec-2024



ବରଗଡ/ଗାଇସିଲାଟ:-(ନିରଞ୍ଜନ ତ୍ରିପାଠୀ)-ଆଜି ବୁରୋମୁଣ୍ଡାସ୍ଥିତ  ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ପ୍ରେମାନନ୍ଦ ବେହେରା କ୍ରୀଡା ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ହୃଦୟ ମଧ୍ୟରେ ଶୃଙ୍ଖଳିତ ଖେଳାଳୀର ମନୋଭାବ ନେଇ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବା ପାଇଁ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଆଶୁତୋଷ ସାହୁ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ।

 ପରିଚାଳନା କମିଟିର ଉପାଧ୍ୟକ୍ଷା ଅମ୍ବିକା ପାଣ୍ଡେ, ସଭ୍ୟ ସୁନ୍ଦରମଣି ଦାଶ, ହେମନ୍ତ କୁମାର ଗଡ଼ତିଆ, ଉଦ୍ଧବ ପାଣ୍ଡେ, ମୁରାରୀ ବେହେରା, ଗୋପାଲ ଧୂବଲ, ସଭ୍ୟା ପ୍ରତିମା ଝାଙ୍କର, ଶେଶାନ୍ତି ଭୋଇ, ଯାଜ୍ଞସେନୀ ଝାଙ୍କର, ଗୋଲାପୀ ବରିହା, ଅନୁରା ବାଗ, ପୂର୍ବତନ କମିଟି ଅଧ୍ୟକ୍ଷ ସୁଶାନ୍ତ ଗଡ଼ତିଆ ଏବଂ ୱାର୍ଡମେମ୍ବର ପ୍ରଭାସ ପଧାନ ସକ୍ରିୟ ଅଂଶ ଗ୍ରହଣପୁର୍ବକ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । 

ବିଦ୍ୟାଳୟର ଶିକ୍ଷକ ପଞ୍ଚାନନ ମାଝୀ, ଅର୍ଜୁନ ତାଣ୍ଡି, ମୋହନ ପଧାନ, ସୁବଳ ଠାକୁର, ରାମକୁମାର ପଟେଲ, ତିଲୋତ୍ତମ ବିଶି, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରୀକା ଯୋଶୀ, ମାମି ପଧାନ, ସ୍ବପ୍ନାରାଣୀ ଭୋଇ ଓ ସସ୍ମିତା ଭୋଇ ଏବଂ କନିଷ୍ଠ ସହାୟକ ବୈଲୋଚନ ସେଠଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦିତ ହୋଇଥିଲା । ଖେଳ ଶିକ୍ଷକ ମନୋଜ କୁମାର ପାଢୀ ସୁଚାରୁରୂପେ ଖେଳ ପରିଚାଳନା କରିଥିଲେ ।ଆଗାମୀ ବାର୍ଷିକ ଉତ୍ସବ ପାଳନ ଅବସରରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ ବୋଲି ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like