-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଶବରୀ ନାରାୟଣ ମନ୍ଦିର ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ

17-Dec-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ହୀରାପୁର ପଂଚାୟତ ଅଧିନସ୍ଥ ସେମେଲମୁଣ୍ଡା ଠାରେ ବିଶ୍ଵାବସୁ ଶବର ସମାଜର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଶବରୀ ନାରାୟଣ (ନୀଳ ମାଧବ) ମନ୍ଦିର ନିର୍ମାଣ ସକାଶେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମନ୍ଦିରର ମୁଖ୍ୟ ତଥା ଅଶୀଘର ଶବର ସମାଜ ଲୋଇସିଂହା ଆଞ୍ଚଳିକ କେନ୍ଦ୍ର ସଭାପତି ନାରାୟଣ ବର୍ଗେ, ଉପସଭାପତି ପ୍ରେମାନନ୍ଦ ଭୋଇ, ସମ୍ପାଦକ ପୃଥ୍ୱୀରାଜ ବୁଡ଼େକଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କର୍ତ୍ତା ସତ୍ୟବାଦୀ ଭୋଇ, ଜୟୀ ବେହେରା, ପ୍ରସନ୍ନ ଭୋଇ ରୀତିନୀତିରେ ପୂଜାର୍ଚ୍ଚନା ପୂର୍ବକ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ନାମ ସଂକୀର୍ତ୍ତନ ଓ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ସରପଞ୍ଚ ରମାକାନ୍ତ ବିଶ୍ଵାଳ ପ୍ରମୁଖ ଯୋଗ ଦେଇଥିଲେ । ଶବର ସମାଜର ସଂସ୍କୃତି, ଐତିହ୍ୟ ତଥା ପରମ୍ପରାକୁ ଉଜ୍ଜୀବିତ କରି ରଖିବା ସହିତ ଶବର ଜାତିର ସାମାଜିକ ତଥା ଅର୍ଥନୈତିକ ଅଧିକାରକୁ ସୁନିଶ୍ଚିତ କରିବା ଲକ୍ଷରେ ଏହି ମନ୍ଦିର ନିର୍ମାଣ ପାଇଁ ପ୍ରୟାସ ଆରମ୍ଭ ହୋଇଥିବା ଜଣାଯାଇଛି । ଏଥିରେ ବିଶ୍ଵାବସୁ ଶବର ସମାଜର ସାରଥୀ ବାଗ, ଚନ୍ଦ୍ରମଣି ଶବର, ଦିବାକର ଭୋଇ, ବସନ୍ତ ନାଗ, ନରେଶ ଭୋଇ, ପର୍ଶୁରାମ ଭୋଇ, ମହେନ୍ଦ୍ର ତୁମୁନିଆଁ, ବସୁଦେବ ବୁଡ଼େକ, ଗୋବିନ୍ଦା ବିଶି, ସତ୍ୟାନନ୍ଦ ଭୋଇ, ଅଇବନ ଭୋଇ, ମକୁନ୍ଦ ଭୋଇ ପ୍ରମୁଖ ଯୋଗ  ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026

You Might Also Like

                           
  ଜିଲ୍ଲା  

Mm