-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

କେଦାରନାଥ ଅଭିମୁଖେ ସାଇକେଲ ଯାତ୍ରା ରେ ଜୁଯୁମୁରା ର ରାହୁଲ ଭୋଇ ll

17-Dec-2024




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) 
ଇଚ୍ଛା ଶକ୍ତି ଥିଲେ ଅନେକ ସ୍ବପ୍ନ ରେ ପୂର୍ଣ୍ଣତା ଆପେ ଆପେ ଆସିଥାଏ l ସେଇମିତି ଯୁବକ ରାହୁଲ ଭୋଇ ଦୃଢ଼ ନିଶ୍ଚିତ ହୋଇ ବାହାରି ପଡିଛନ୍ତି ଭାରତ ଭ୍ରମଣ ପାଇଁ ସାଇକେଲ ରେ l ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଜୁଯୁମୁରା ବ୍ଲକ ର ଲାଙ୍ଗବାହାଲ ଗ୍ରାମର  ଯୁବକ ରାହୁଲ ଭୋଇ l ସେ ଜଣେ ୟୁଟୁବର, ତାଙ୍କର ୟୁଟୁବ ଚ୍ୟାନେଲ  ଅମିରି ବୟ ରେ ସେ ନିୟମିତ ଭାବରେ ଅନେକ କିଛି ନୁଆଁ ନୁଆଁ ବିଷୟକୁ ସ୍ଥାନିତ କରିଥାନ୍ତି l ଆଜିର ଯୁବ ସମାଜ ଯେମିତି ଝିଅ ଙ୍କର ସହ ପ୍ରେମ ରେ ପଡି ଜୀବନ କୁ ବିଗାଡୁଛନ୍ତି ଓ ନିଶା ରେ ପଡି ଜୀବନକୁ ନଷ୍ଟ କରିଦେଉଛନ୍ତୁ l ଯୁବକ ମାନଙ୍କର ସେଇ ଅବସ୍ଥା ଦେଖି ଦୁଃଖ ଲାଗେ, ତେଣୁ ଯୁବ ସମାଜ କୁ ଏକ ଶୃଙ୍ଖଳିତ ଜୀବନ ଯାତ୍ରା ପାଇଁ ପ୍ରେରଣା ଦେବା ସହ ସମାଜ ରେ ନିଜକୁ ପ୍ରତିଷ୍ଠିତ କରିବାର ବାର୍ତ୍ତା ଦେବାର ଲକ୍ଷରେ ଭାରତ ଭ୍ରମଣ ରେ ଭାହାରିଛନ୍ତି ବୋଲି କୁହନ୍ତି ରାହୁଲ l 
ଆଗରୁ ଫୁଟବଲ, କ୍ରିକେଟ ଖେଳୁଥିଲେ, ହେଲେ ଦୁଃସାହାସିକ କ୍ରୀଡା ରେ କେବେବି ସାମିଲ ହୋଇନାହାନ୍ତି କି ଏହି ଦୁଃସାହାସିକ ଅଭିଯାନ ପାଇଁ କେବେବି କାହାଠୁ ପ୍ରେରଣା ପାଇନାହାନ୍ତି l କେବଳ ୟୁଟ୍ୟୁବର ମାନଙ୍କୁ ଦେଖି ଇଛାହେଲା ଭାରତ ଭ୍ରମଣ ରେ କେଦାରନାଥ ଯାଏ ସାଇକେଲ ରେ ଯିବାକୁ l ମାଁ ସମଲେଶ୍ୱରୀ ପୀଠ ରୁ ଦର୍ଶନ କରି ଆଜି ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାହୁଲ l ଏହାପରେ ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ, ବିହାର, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଓଡିଶା ରାଜ୍ୟ ଦେଇ ସାଇକେଲ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l ଅନୁସାଙ୍ଗିକ ଖର୍ଚ୍ଚ ନିମନ୍ତେ କିଛି ନିଜ ପାଖରେ ଅଛି, ଆବଶ୍ୟକ ମତେ ସାଙ୍ଗ ମାନେ ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ବୋଲି କୁହନ୍ତି ରାହୁଲ l 
ଉତ୍ତରାଖଣ୍ଡ ର କେଦାରନାଥ ଯାଇ ଦର୍ଶନ କରିବାର ଯୋଜନା ଅଛି, ସେଠି ପହଂଚିଲା ପରେ ଇଚ୍ଛା ହେଲେ ଜାମ୍ମୁ କାଶ୍ମୀର ର ଶ୍ରୀନଗର ବି ସାଇକେଲ ଯାତ୍ରା କରିପାରନ୍ତି ବୋଲି ଉତ୍ସାହ ର ସହ କୁହନ୍ତି ରାହୁଲ ଭୋଇ l ଆଜି ହଠାତ ରାସ୍ତା ରେ ରାହୁଲ ଙ୍କର ସାଥିରେ ସଂଯୋଗ ବଶତଃ  ସମ୍ବଲପୁର ର  ଦୁଃସାହାସିକ କ୍ରୀଡ଼ାବିତ ସୂର୍ଯ୍ୟ ପାଣିଗ୍ରାହୀ ରାହୁଲ ଭୋଇ ଙ୍କୁ ଯାତ୍ରା ସମ୍ବନ୍ଧରେ ପଚାରି ବୁଝିବା ସହ ଉତ୍ସାହିତ କରିଥିଲେ ଓ କିଛି ଆର୍ଥିକ ସାହାଯ୍ୟ ମଧ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like