-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

*ଆଦର୍ଶ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ*-

17-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଲୁଲୁ ପଡିଆ ଠାରେ ସୋନପୁର ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସାମ୍ବାଦିକ ସଂଘ ସୋନପୁର ଶାଖା ସଭାପତି ଶ୍ରୀ ମନୋରଞ୍ଜନ ତ୍ରିପାଠୀ ଯୋଗଦେଇ ଖେଳାଳି ଙ୍କୁ ଉତ୍ସାହିତ କରି ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଯୁବନେତା ଶ୍ରୀଯୁକ୍ତ ପ୍ରଭାତ କିଶୋର ଦାନୀ, ବିଗୁଲ ଟିଭି  ପ୍ରତିଷ୍ଠାତା ଶ୍ରୀଯୁକ୍ତ ସନ୍ତୋଷ କୁମାର ମିଶ୍ର, କ୍ରୀଡା ଶିକ୍ଷକ ତଥା ସାମ୍ବାଦିକ ସଞ୍ଜୟ କୁମାର ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଜଣେ ଜଣେ ସଫଳ କ୍ରୀଡ଼ାବିତ ହେବାପାଇଁ ମାର୍ଗଦର୍ଶନ ଦେଇଥିଲେ | ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବ୍ରତାନନ୍ଦ ଭୋଇ ଅତିଥି ପରିଚୟ  ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଶିକ୍ଷୟିତ୍ରୀ କବିତାରାଣୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ | ଶିକ୍ଷୟିତ୍ରୀ ମାଳତୀ ଦାସ, ସଂଗୀତା ମହାନ୍ତି,ଅନୁପମା ପାଣ୍ଡିଆ,ସୁହାସିନୀ ପଟ୍ଟନାୟକ ସହଯୋଗ କରିଥିଲେ | ୧୦୦ ମିଟର ବାଳିକା ଦୌଡ ପ୍ରତିଯୋଗୀତା ରେ ଲକ୍ଷ୍ମୀ ଟୁଡୁ ପ୍ରଥମ, କ୍ରିଷ୍ଣା ମୟୀ ସୁନା ଦ୍ବିତୀୟ, ସୁନୀତା କବାଟ ତୃତୀୟ ସ୍ଥାନ, ଓ ବାଳକ ବର୍ଗ ରେ ବିନୀତ ପ୍ରଧାନ ପ୍ରଥମ, ଅମନ କୁମ୍ଭାର ଦ୍ବିତୀୟ, ଓ ଦେବାଶିଷ ଜଗଦଲା ତୃତୀୟ ସ୍ଥାନ ଅଧିକାର ବାଳିକା ବିଭାଗ ସଟ ଫୁଟ ରେ ପ୍ରଥମ ସୁବନ୍ୟା କୁମ୍ଭାର, ଦ୍ବିତୀୟ ଆୟତ୍ତ ବାଦୀ, ତୃତୀୟ ପ୍ରୀୟଙ୍କl , ବାଳକ ବିଭାଗ ରେ ଆମ୍ରିତ ନାଗ, ଶିବୁ ମହାରଣା, ଦେବାଶିଷ ଓ ସଂଗ୍ରାମ ମହାପାତ୍ର, ହରିହର ଡାକୁଆ, ସlହିଲ, ବାଳିକା ବର୍ଗ ରେ କ୍ରିଷ୍ଣା ମୟୀ, ଲକ୍ଷ୍ମୀ, ସାରଦା, ଓ କନିଷ୍ଠ ବର୍ଗ ରେ ସ୍ଵlତି, ପ୍ରତିଜ୍ଞା, ମନିଷl ଯଥା କ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like