-+91-9937148622 |
prerana_bgr@rediffmail.com |
Saturday 26th September 2026 |
R.N.I. Regd No. ODIODI/2010/46693
Breaking News
17-Dec-2024
ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜୁ ଛାତ୍ର ଜନତା ଦଳ ବିଭିନ୍ନ ଜିଲ୍ଲାର ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଠାରେ ତାର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି । ଏହି ଅବସର ରେ ସୋନପୁର ଜିଲ୍ଲା ଛାତ୍ର ବିଜେଡି ପକ୍ଷରୁ ଆଜି ସୋନପୁର ମହାବିଦ୍ୟାଳୟ ଠାରେ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ସାଧାରଣ ସମ୍ପାଦକ ରକି ଦାସ, ରାଜ୍ୟ ସାଧାରଣ ସମ୍ପାଦକ ଅମିୟ ରଞ୍ଜନ ଦାସ , ସୋନପୁର ଜିଲ୍ଲା ଛାତ୍ର ବିଜେଡି ସଭାପତି ଶାସ୍ବତ ମିଶ୍ର, ଛାତ୍ର ନେତା ଅଭିଷେକ ଶର୍ମା ପ୍ରମୁଖ ବହୂ ଛାତ୍ର ନେତା ଉପସ୍ଥିତ ଥିଲେ l