-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ ସ୍ତରୀୟ ଓଷ୍ଟା ଶିଶୁମେଳା ଉଦଯାପିତ

17-Dec-2024



ବଲାଙ୍ଗୀର :ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ହାଇସ୍କୁଲ ବୈରାସର (ଅର୍ଜୁଣ୍ଡା)ଠାରେ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ମେଳା ଉଦଯାପିତ ହୋଇଯାଇଛି l ଓଷ୍ଟା ବ୍ଲକ ସଭାପତି ରୁଦ୍ରମଣି କର୍ମୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବକୁ  ଅବସର ପ୍ରାପ୍ତ ସହକାରୀ ଜ଼ିଲ୍ଲାପାଳ ବିଜ୍ଞାନ କୁମ୍ଭାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରି ଶିଶୁ ଦେଶର ଅମୁଲ୍ୟ ସମ୍ପଦ ବୋଲି କହିଥିଲେ l ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ରାଜେନ୍ଦ୍ର ବିଜୟ ସାହୁ ଶିଶୁ ମାନଙ୍କର ସର୍ବବିଧ ଉନ୍ନତି ଉପରେ ଦେଶର ଉନ୍ନତି ନିର୍ଭର କରୁଛି ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବେ ଡ.  ବି.ଏନ. ଶ୍ରୀକାନ୍ତ ଓ ଶିକ୍ଷାବିତ ଅଶୋକ ମେହେର ମଂଚାସୀନ ଥିଲେ l ଓଷ୍ଟା ବ୍ଲକ ସମ୍ପାଦକ ପୂର୍ଣଚନ୍ଦ୍ର ମେହେର କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଏହି ଅବସରରେ ଆୟୋଜିତ ତର୍କ ପ୍ରତିଯୋଗିତାରେ ବର୍ଷା ମହାକୁର, ସାଧାରଣ ଜ୍ଞାନ ରେ ଶ୍ରଦ୍ଧା ମହଲା, କବିତା ରଚନା ରେ ଗିରିସୁତା ଷlଣ୍ଢ, ଚିତ୍ରାଙ୍କନ ରେ ଆୟୁଷ ମେହେର, କୁଇଜ ରେ ତ୍ରିଶାମୟୀ ବାରିକ, ଏକକ ଅଭିନୟ ରେ ବର୍ଷା ମହlର, କଣ୍ଠ ସଂଗୀତ ରେ ତ୍ରିଶାମୟୀ ବାରିକ,ଏକକ ନୃତ୍ୟ ରେ ଶ୍ରୀୟା ବାରିକ, ଗଳ୍ପ ଲିଖନ ରେ ଆୟୁଷ ମେହେର, କବିତା ଆବୃତ୍ତି ରେ ବର୍ଷା ମହାକୁର ପ୍ରଥମ ସ୍ଥାନ ଅଧିକାର କରି ଜ଼ିଲ୍ଲା ସ୍ତରୀୟ ଶିଶୁମେଳା ରେ ଯୋଗଦେବେ ବୋଲି ସୂଚନା ପ୍ରଦାନ କରଯାଇଥିଲା l ଉଦଯାପନୀ ଉତ୍ସବ ରେ ପୂର୍ବତନ ଓଷ୍ଟା ରାଜ୍ୟ ସଭାପତି

ବିନୋଦ ବିହାରୀ ପାଣିଗ୍ରାହୀ ମୁଖ୍ୟ ଅତିଥି, ପୂର୍ବତନ ଓଷ୍ଟା ରାଜ୍ୟ କାର୍ଯ୍ୟକାରୀ ସଭାପତି ସୁଧାଂଶୁ ବାବୁ ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥି ଭାବେ ପୂର୍ବତନ ରାଜ୍ୟ କାର୍ଯ୍ୟକାରୀ ସଭ୍ୟ ତାରାକାନ୍ତ ମିଶ୍ର ଯୋଗଦେଇ ସୁସ୍ଥ ନୈତିକ ସମାଜ ଗଠନ ପାଇଁ ଶିଶୁ ସମାଜକୁ ସଜାଡ଼ିବା ଉଚିତ ବୋଲି କହିଥିଲେ l ଉଭୟ ଅଧିବେଶନ ର କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ଶିକ୍ଷକ ନାରାୟଣ ମିଶ୍ର l କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷାକର୍ମଚାରୀ,ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like