-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଗୁରୁ ଭଗବାନ ସାହୁଙ୍କ ଶ୍ରାଦ୍ଧ ବାର୍ଷିକୀ ରେ ଆତ୍ମଦର୍ଶନ ପୁସ୍ତକ ଉନ୍ମୋଚନ

17-Dec-2024



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ସ୍ଥିତ ସୁର ସଂଗମ ସାଂସ୍କୃତିକ ସଂସଦ ଆନୂକୁଲ୍ୟରେ ନାଟ୍ୟମହର୍ଷି ଗୁରୁ ଭଗବାନ ସାହୁଙ୍କ ୨୪ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ନାଟ୍ୟକାର ନିର୍ଦ୍ଦେଶକ ସଂଗୀତଜ୍ଞ ନିସାର ଅହମ୍ମଦ ନିସାର ଙ୍କ ଦ୍ଵାରା ଗୁରୁବନ୍ଦନା କରାଗଲା l ସଭାପତିତ୍ବରେ ଏବଂ କବି ଚିତ୍ତରଞ୍ଜନ ବିଶ୍ବାଳ ସଂଯୋଜନା ରେ ମୁଖ୍ୟ ଅତିଥି କଳା ସଂସ୍କୃତି ଗବେଷକ ସାଲେଗ୍ରାମ ହୋତା, ସମ୍ମାନିତ ଅତିଥି ସାହିତ୍ୟିକ ସତ୍ୟ ନାରାୟଣ ଦାଶ କବି ପ୍ରଶନ୍ନ କୁମାର ମେହେର, କଳା ନିର୍ଦ୍ଦେଶକ ଗୈାରୀଶଙ୍କର ବେଜ, କଵି ଋଷଭ ପଧାନ, ଗିତିକାର ଧର୍ମ ସିଂ ମିଶ୍ର, ମୁଖ୍ୟ ବକ୍ତା ସାହିତ୍ୟିକ କବି ଦେବେନ୍ଦ୍ର କୁମାର ମିସ୍ତ୍ରୀ ପ୍ରମୁଖ ଯୋଗଦାନ କରିଥିଲେ l ପଶ୍ଚିମ ଓଡ଼ିଶା ଭାଷା କଳା ସଂସ୍କୃତି ର ମୂଳଦୁଆ ଗୁରୁ ଭଗବାନ ସାହୁ ଅବହେଳିତ ହେବା କଳା ସଂସ୍କୃତି ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ବୋଲି ବକ୍ତବ୍ୟ ପ୍ରଦାନ କରି ମରଣୋତ୍ତର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବାକୁ ଦାବି କରିଥିଲେ l ଏହାପରେ ଗୁରୁ ଭଗବାନ ସାହୁଙ୍କ ଉପରେ କବିତା ପାଠ କରାଯାଇଥିଲା, ଅତିଥି ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା l ଏହି ଅବସରରେ କବି ପ୍ରଶନ୍ନ କୁମାର ମେହେରଙ୍କ କବିତା ସଙ୍କଳନ ଆତ୍ମଦର୍ଶନ ପୁସ୍ତକ ଉନ୍ମୋଚିତ ହୋଇଥିଲା l ସଭା ଆୟୋଜନ ରେ କବିୟତ୍ରି ଅହଲ୍ୟା ମଲ୍ଲିକ ନୃତ୍ୟଗୁରୁ ତପସ୍ୟା ନାଏକ, ବିରେନ୍ଦ୍ର ବେହେରା, ସଂଗୀତା ବାଗ ସହଯୋଗ କରିଥିଲେ l ଶେଷରେ ସମ୍ପାଦକ ସରୋଜ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like