-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୨୦ରୁ ରାଜ୍ୟସ୍ତରୀୟ ବ୍ୟାଟମିଣ୍ଟନ ଟୁର୍ଣ୍ଣାମେଣ୍ଟ

18-Dec-2024



ଅତାବିରା(ଆକାଶ  ମିଶ୍ର): ଅତାବିରା ଦୁର୍ଗା ମନ୍ଦିର ପାଖରେ ଥିବା ଇଣ୍ଡୋର  ଷ୍ଟାଡିୟମରେ ଟୁନୁ ପଣ୍ଡା ମେମୋରିଏଲ ରାଜ୍ୟସ୍ତରୀୟ ବ୍ୟାଟମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆୟୋଜନ ପାଇଁ ଅତାବିରା ଏଥେଲେଟିକ ଏସୋସିଏସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡାଙ୍କ ସଭାପତିତ୍ୱ ଓ ସମ୍ପାଦକ ଜିତେନ୍ଦ୍ର ଦାଶଙ୍କ ପରିଚାଳନା କ୍ରମେ ଅନୁଷ୍ଠିତ ଏହି ବୈଠକରେ ସର୍ବସମ୍ମତି  କ୍ରମେ ଆସନ୍ତା ୨୦ ତାରିଖରୁ ୩ ଦିନ ଧରି ବ୍ୟାଟମିଣ୍ଟନ

ଟୁର୍ଣ୍ଣାମେଣ୍ଟ କରିବା ପାଇଁ ସ୍ଥିର ହୋଇଛି।ସନ୍ଦୀପ ଅଗ୍ରୱାଲ, ନବୀନ ଦାଶ,ଫାରୁଖ ଖାନ,ରୋଶନ ସାମଲ, ଦେବେନ୍ଦ୍ର ସ୍ୱାଇଁ, ମନୋଜ ସାହୁ ପ୍ରମୁଖ ସଦସ୍ୟ ଉପସ୍ଥିତ ଥିଲେ l ମୁଖ୍ୟ ପରିଚାଳକ ପାର୍ଥସାରଥୀ ପଣ୍ଡା ଧନ୍ୟବାଦ ଦେଇଥିଲେ ଏଥିରେ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଖେଳାଳି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like