-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଶ୍ରୀ ରାମେଶ୍ୱର ଶିବଲିଙ୍ଗ ପ୍ରତିଷ୍ଠା ମହୋତ୍ସବ ସମ୍ପନ୍ନ

18-Dec-2024



ଅତାବିରା(ଆକାଶ ମିଶ୍ର): ଅତାବିରା ଶ୍ରୀରାମ ବାବା ମଠ ଶ୍ରୀ ମହନ୍ତ ସ୍ୱାମୀ ସନ୍ଥ ଗିରିଙ୍କ ତତ୍ତ୍ଵାବଧାନରେ ତିନିଦିନ ଧରି ଚାଲି ଥିବା ପଞ୍ଚକୁଣ୍ଡିୟ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ରାମେଶ୍ୱର ଶିବ ଲିଙ୍ଗ ପ୍ରତିଷ୍ଠା ମହୋତ୍ସବ ମହାସମାରୋହରେ ଆଜି ସମ୍ପନ୍ନ ହୋଇ ଯାଇଛି।ଏହି ଯଜ୍ଞ ପାଇଁ  ପଣ୍ଡିତ ଆଦିତ୍ୟ ମିଶ୍ର ଓ ତାଙ୍କ ସାଥି ମାନେ ପୂଜାକାର୍ଯ୍ୟ ପାଇଁ ବ୍ରହ୍ମାବରଣ ହୋଇଥିବl ବେଳେ ବିଭୂତି ଖମାରୀଙ୍କ ସମେତ  ଗୋବିନ୍ଦ ଖମାରୀ, ଝସକେତନ ସାହୁ, ବଦ୍ରିନାଥ ମିଶ୍ର,ମୁନସି ସାହୁ, ପ୍ରେମରାଜ 

ପ୍ରଧାନ, ଭେଙ୍କେଟ ରାଇଡୁ,କମଳା କାନ୍ତ ଭୋଇ,ସୁଧୀର ବାରିକ,ରୁଦ୍ର ନାରାୟଣ ଖାମାରୀ, କ୍ଷୀରୋଦ ସୋନି,ସୁରେଶ ଗଡ଼ତିଆ,ନରେନ୍ଦ୍ର ପ୍ରଧାନ,ପୁଷ୍ପଚନ୍ଦ୍ର ନାଏକ,ଗଜାନନ ପ୍ରଧାନ, ନଟବର ଲାଲ ଅଗ୍ରୱାଲ ଆଦି ୧୬ ଯୋଡ଼ି କର୍ତ୍ତା ସପତ୍ନିକ ଦାୟିତ୍ୱ ନିର୍ବାହ କରିଥିଲେ। ସର୍ବପ୍ରଥମେ ୧୩ ତାରିଖ ଦିନ ଅତାବିରା ପାର୍ବତୀ ମନ୍ଦିର ପୋଖରୀ ତୁଠରେ ସୁବିଜ୍ଞ ପଣ୍ଡିତ ମାନଙ୍କ ଦ୍ୱାରା ମନ୍ତ୍ରପାଠ,ପୂଜାର୍ଚ୍ଚନା ପୂର୍ବକ ଜଳପୂର୍ଣ୍ଣ କଳସ ମୁଣ୍ଡାଇ ଶ୍ରୀରାମ ବାବା ମଠ ଯଜ୍ଞ ମଣ୍ଡପ ସମୀପରେ ସ୍ଥାପନ କରି ଦେବତା ଆବାହନ,ଅଗ୍ନି ସ୍ଥାପନ ଓ ଯଜ୍ଞାରମ୍ଭ,ବିଷ୍ଣୁ ସହସ୍ର ନାମ ହୋମ ହୋଇଥିଲା। ୧୪ତାରିଖ ପୂଜାବିଧି ପୂର୍ବକ ଶ୍ରୀ ରାମେଶ୍ୱର ଶିବଲିଙ୍ଗ ବିଗ୍ରହଙ୍କ ମହା ସ୍ନାନ, ରୁଦ୍ରାଭିଷେକ, ଶ୍ରୀଙ୍ଗାର ଓ ମହାମୃତ୍ୟୁଞ୍ଜୟ ହୋମ, ଆରତୀ ପୁଷ୍ପାଞ୍ଜଳି ହୋଇ ଥିଲା। ପ୍ରତିଷ୍ଠା ମହୋତ୍ସବରେ ନିମନ୍ତ୍ରିତ ହୋଇଥିବା ନୂଆପଡା ଆଶ୍ରମରୁ ସ୍ୱାମୀ ବ୍ରତାନନ୍ଦ ସରସ୍ୱତୀ,କଳାହାଣ୍ଡିରୁ ସ୍ୱାମୀ ମାଧବାନନ୍ଦ ଗିରି,ସ୍ୱାମୀ ରାମ ଦାସ,ଝାଡ଼ଖଣ୍ଡରୁ ସ୍ୱାମୀ ଜୟ ରାମାନନ୍ଦ ଗିରି,ଗଜପତିରୁ ସ୍ୱାମୀ ନକୁଲାନନ୍ଦ ପୁରୀ,ବରଗଡ଼ରୁ ସ୍ୱାମୀ ନାରଦାନନ୍ଦ

ସରସ୍ବତୀ,ସ୍ୱାମୀ ତନ୍ମୟାନନ୍ଦ,ସ୍ୱାମୀ ଲିଙ୍ଗରାଜ ଦାସ, ଢେଙ୍କାନାଲରୁ ସ୍ୱାମୀ ଖଦଲ ବାନପ୍ରସ୍ତି ଓ ଗଞ୍ଜାମରୁ ସ୍ୱାମୀ ଧୁଳିଆ ଦାସ ଉପସ୍ଥିତିରେ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରି ଥିଲେ। ଆଜି ସକାଳ ୬ଟାରେ ସୂର୍ଯ୍ୟଅର୍ଘ୍ୟ ପ୍ରଦାନ ଓ ପୂଜା, ୧୦ ଟାରେ ବିଶେଷ ଗୀତା ହୋମଯଜ୍ଞ ସହ  ଅପରାହ୍ନ ୨ ଟା ୩୫ ମିନିଟରେ ଆରତୀ,ପୁଷ୍ପାଞ୍ଜଳି ସହ ପୂର୍ଣ୍ଣାହୁତି ହୋଇ ଥିଲା ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ମାନଙ୍କର ସମାଗମ ହୋଇଥିଲା l ସମସ୍ତଙ୍କ ପାଇଁ ଅନ୍ନପ୍ରସାଦର ବ୍ୟବସ୍ଥା ରହିଥିବା ବେଳେ ଅତାବିରାର ବିଭିନ୍ନ ଗ୍ରାମରୁ ସଙ୍କୀର୍ତ୍ତନ ଦଳ ପହଞ୍ଚି ନାମ ସଙ୍କୀର୍ତ୍ତନରେ ଅଞ୍ଚଳ ଗୁଞ୍ଜରିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like