-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

୨୦ରେ ଆୟୁଷ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ............ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କଲେ ବିଜେପୁର ଆୟୁଷ ଡାକ୍ତର

18-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନ୍ ଏଚଏମ୍)ରେ ରାଜ୍ୟରେ କାର୍ଯ୍ୟରତ ୩ ହଜାର ଆୟୁଷ ଡାକ୍ତର କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ।ସ୍ଥାୟୀ ନିଯୁକ୍ତି ସହିତ ଦରମା ବୃଦ୍ଧି ଆଦି ୧୦ ଦଫା ଦାବି ନେଇ ବିଗତ ଦିନରେ ତତ୍କାଳୀନ ସରକାରଙ୍କୁ ବାରମ୍ବାର ଅବଗତ କରିଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରିନଥିଲେ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିବା ପରେ ମଧ୍ୟ ଅନେକ ଥର ଉପରିସ୍ଥ ଅଧୁବାରୀଙ୍କୁ ଭେଟି ଆଲୋଚନା କରିଥିଲେ ହେଁ କୌଣସି ସୁଫଳ ମିଳିପାରିନି । ଏହାର ପ୍ରତିବାଦରେ ଆନ୍ଦୋଳନ ପାଇଁ ସମସ୍ତ ବର୍ଗର ଆୟୁଷ ଡାକ୍ତର ମାନେ ଏକତ୍ରିତ ହୋଇ ଓଡ଼ିଶା ଆୟୁଷ ଡାକ୍ତର ମିଳିତ କ୍ରିୟାନୁଷ୍ଠାନ କମିଟି ଗଠନ କରି ୨୦ରେ ଆନ୍ଦୋଳନ କରିବେ ବୋଲି ଜଣାପଡ଼ିଛି  । ପ୍ରତି ଜିଲ୍ଲାରେ ଜିଲ୍ଲାପାଳ ସମେତ  ସିଡିଏମଓ ମାନଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରିଛନ୍ତି । ଏପରିପ୍ରେକ୍ଷୀରେ ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତର ଲିଙ୍ଗରାଜ ଦାଶ,ଡ଼ା ପ୍ରଜ୍ଞା ପାରମିତା ପାତ୍ର ୧୦ ଦଫା ଦାବିପତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶା ସରକାରଙ୍କ ଉଦ୍ଦେଶ୍ୟରେ ବିଜେପୁର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ସୁଶାନ୍ତ ମେହେରଙ୍କୁ ଆଜି ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟ ଯେ,ଦିର୍ଘ ଦିନରୁ ଚାକିରି ସ୍ଥାୟୀ ଏବଂ ଦରମା ବୃଦ୍ଧିକୁ ନେଇ ଦାବି କରି ଆସୁଥିବା ଆୟୁଷ ଡାକ୍ତର ମାନଙ୍କୁ ଓଡ଼ିଶା ସରକାର ଚିର ଅବହେଳିତ ଭାବେ ଦେଖି ଆସୁଛନ୍ତି।ଏହାର ପ୍ରତିବାଦରେ ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋୟର ପିଏମଜି ଠାରେ ଧାରଣ ଦିଆଯିବ ବୋଲି ଜଣାପଡ଼ିଛି। କାହିଁକି ଏ ଉଦାସୀନତା ମନୋଭାବ ଆୟୁଷ ଡାକ୍ତରଙ୍କ ପ୍ରତି ବୋଲି ଜନସାଧାରଣରେ ଉଦବେଗ ମନୋଭାବ ସୃଷ୍ଟି ହେଉଛି।ବର୍ଷବର୍ଷ ଧରି ନିରବଚ୍ଛିନ୍ନ ଭାବେ ସ୍ୱାସ୍ଥ୍ୟ ସେବା ଯୋଗାଇ ଆସୁଥିବା ଏହି ଡାକ୍ତର ମାନେ କୋଭିଡ ଭଳି ସାଂଘାତିକ ବ୍ୟାଧିରେ ନିଜ ଜୀବନକୁ ଜଳାଞ୍ଜଳି ଦେଇଥିଲେ।ଏହାର ସ୍ଥାୟୀ ସମାଧାନ ହେବା ଉଚିତ ବୋଲି ଜନମତ ପ୍ରକାଶ ପାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like