-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଅପରାଧ

ପୋଲିସ ଡ୍ରେସ ପିନ୍ଧି ପୋଲିସ ଲେଖାଥିବା କାରରେ କରୁଥିଲେ ଗଞ୍ଜେଇ ଚାଲାଣ: ୩ ଯୁବକ ଗିରଫ।

10-Jan-2021



ଭୁବନେଶ୍ୱର, (ପ୍ରେରଣା ଖବର ବ୍ୟୁରୋ): ଅଭିନବ ଉପାୟରେ  ଏକ ଇନୋଭା କାରରେ ଗଞ୍ଜେଇ ଚାଲାଣ କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ମାଲକାନଗିରି ପୋଲିସ। ପୋଲିସ କାର ସହ ସେମାନଙ୍କ ଠାରୁ ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି।

ଗିରଫ ଅଭିଯୁକ୍ତମାନେ ହେଲେ ରାଜୁ ଖରିଫା (୨୪), ରାଜୀବ କୁମାର (୨୬) ଓ ଆକାଶ କୁମାର(୨୬)। ସେମାନଙ୍କ ମଧ୍ୟରୁ ଦୁଇ ଜଣ ବିହାରର ପାଟଣା ଜିଲ୍ଲାର ମଉଜିପୁର ଓ ସରିସ୍ତାବାଦ ଗାଁର। ଅନ୍ୟ ଜଣେ ମୁଜାଫରପୁର ଜିଲ୍ଲାର ମୁଜାଫରନଗର ଗାଁର ବୋଲି ପୁଲିସ ସୂଚନା ଦେଇଛି।

ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ରାତି ପ୍ରାୟ ୨ଟା ବେଳେ ମାଲକାନଗିରି ଜିଲ୍ଲା ଓରକେଲ ପୁଲିସ୍  ଖଡ଼ିକାଝୁଡ଼ି ନିକଟରେ ଜଗି ରହିଥିଲା। ଏହି ସମୟରେ  ପୋଲିସ ଲେଖାଥିବା ଏକ ଇନୋଭା କାରରର ପୋଲିସ ଡ୍ରେସରେ ୩ ଯୁବକ ବସିଥିଲେ।  ଗାଡ଼ିଟିକୁ ସେଠାରେ ଜଗି ରହିଥିବା ପୁଲିସ୍ କର୍ମଚାରୀମାନେ ଅଟକାଇଥିଲେ।  ପରିଚୟ ମାଗିବାରୁ ଇନୋଭାରେ ବସିଥିବା ତିନି ଯୁବକ ନିଜକୁ ପୁଲିସ୍ ବୋଲି ପରିଚୟ ଦେବା ସହିତ ସେମାନେ ବିହାରର ବୋଲି କହିଥିଲେ।  ଗାଡ଼ିରେ ଲାଗିଥିବା ଓଡ଼ିଶାର ନମ୍ବର ପ୍ଲେଟ୍‌ ଦେଖି ପୁଲିସର ସନ୍ଦେହ ବଢିଥିଲା । ଏହା ଦେଖି ବାଲିମେଳା ପୁଲିସ୍ ଗାଡ଼ିଟିକୁ ଯାଞ୍ଚ କରିବାକୁ ଗାଡ଼ି ଭିତରୁ ବାହାରିଥିଲା ୧ କ୍ୱିଣ୍ଟାଲ୍ ଗଞ୍ଜେଇ।

ସେମାନେ ନାକାମାମୁଡ଼ି ଅଞ୍ଚଳରୁ ଗଞ୍ଜେଇ ନେଇ ନିଜ ବିହାର ଯାଉଥିଲେ ବୋଲି ମାନିଛନ୍ତି ।ଗାଡ଼ିରେ ଫେକ ନମ୍ବର ପ୍ଲେଟ୍‌ (ଓଡି ୩୩ ବି ୩୬୭୬) ଲଗାଯାଇଥିଲା। କିନ୍ତୁ ଗାଡିଟିର ଅସଲି ନମ୍ବର ଡିଏଲ ୪ସି ଏଇ ୭୫୬୦ ବୋଲି ଜଣାପଡ଼ିଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like