-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

18-Dec-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଠାରେ ବ୍ଲକ ସ୍ତରୀୟ ଭୀମ ଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିର ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଲି ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ଯକ୍ଷl ନିରୁପମା ପଧାନ, ତହସିଲଦାର ଚଇନୁ ଗଣ୍ଡ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନ ହୋତା, ବ୍ଲକ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି, ସ୍ତାନୀୟ ବିଧାୟକ ପ୍ରତିନିଧି ପିତାମ୍ବର କଣ୍ଟା ପ୍ରମୁଖ ଯୋଗଦେଇ ଦୀପ ପ୍ରଜ୍ବଳନ କରି ଶିବିରକୁ ଉଦଘାଟନ କରିଥିଲେ l ଏହି ସାମର୍ଥ୍ୟ ଶିବିର ବଲାଙ୍ଗୀର ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ର ସହଯୋଗ ରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ସୁଶାନ୍ତ ମହlକୁର ଙ୍କ ତତ୍ତ୍ଵାବଧାନରେ ରେ ପରିଚାଳନା ହୋଇଥିଲା l  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୁ ବିଭିନ୍ନ ବିଭାଗର ରୁ ପ୍ରମୂଖ ଡାକ୍ତର ଆସି ବ୍ୟକ୍ତି ଙ୍କ ସମସ୍ୟା ଉପରେ ଚିକିତ୍ସା କରିଥିଲେ l

ଏଥିରେ  21 ଗୋଟି ବିଭାଗ ଉପରେ  ଶିବିର ଟି ଅନୁଷ୍ଠିତ ହଜାର ହଜାର ସଂଖ୍ୟାରେ ଭିନ୍ନକ୍ଷମ ମାନେ ଆସି ନାମ ପଞ୍ଜିକରଣ କରି ଡାକ୍ତର ଙ୍କ ପରାମର୍ଶ ନେଉ ଥିବାର ଦେଖିବାକୁ ମିଳିଥିଲା l ଲୋକ ମାନଙ୍କ ମଧ୍ୟରେ ବହୁ ଉତ୍ସାହ ଉଦ୍ଦୀପନା ଦେଖିବାକୁ ମିଳିଥିଲା  ଅନଲାଇନ ପଞ୍ଜୀକରଣ ଠୁ ଆରମ୍ଭ କରି ବସ ପାସ ଭଳି ପଞ୍ଜୀକରଣ ହୋଇଥିଲା l   ବ୍ଳକ ରେ 1763 ରୁ ଉର୍ଦ୍ଧ ଅନଲାଇନ ପଞ୍ଜୀକରଣ ହୋଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ସୂଚନା ଦେଇଛନ୍ତି l ବିଭିନ୍ନ ବିଭାଗ ରେ ସହଯୋଗ କେନ୍ଦ୍ର ଗୁଡିକ ଖୋଲାଯାଇ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ପଞ୍ଜିକରଣ ତଥା ଡାକ୍ତର ଙ୍କ ପରାମର୍ଶ ପାଇଁ ସହଯୋଗ କରିଥିଲେ l ଆଜି ର ଏହି ଶିବିର ସମୟରେ ମୋଟ ପାଞ୍ଚ ଜଣ ଭିନ୍ନକ୍ଷମ ବ୍ୟକ୍ତି ଙ୍କୁ ୱିଲ ଚେୟାର ବଣ୍ଟନ କରା ଯାଇଥିଲା l ମୋଟାମୋଟି ଭାବରେ ଅତି ସୁନ୍ଦର୍ ଭାବରେ ଶିବିର ର ଟି ପରିଚାଳିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like