-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜାନୁୟାରୀ ୫ରୁ ୯ ପର୍ଯ୍ୟନ୍ତ ୧୬ତମ ମଠଖାଇ ନାଟ୍ୟମହୋତ୍ସବ

18-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ୨୦୨୫ ମସିହା ଜାନୁୟାରୀ ୫ ତାରିଖଠାରୁ ୯ତାରିଖ ପର୍ଯ୍ୟନ୍ତ ବଲାଙ୍ଗୀର କୋସଲକଳାମଣ୍ଡଳ ପଡିଆଠାରେ ୧୬ତମ ସର୍ବଭାରତୀୟ ମଠଖାଈ ନାଟ୍ୟମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଆଜି ମହୋତ୍ସବର ପ୍ରଚାରପ୍ରସାର କମିଟିର ଏକ ବୈଠକ ବସି ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ପ୍ରଚାରପ୍ରସାର କମିଟିର ମୁଖ୍ୟ ଧର୍ମେନ୍ଦ୍ର ପ୍ରସାଦ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଜିର ଏହି ବୈଠକରେ ମହୋତ୍ସବର କାର୍ଯ୍ୟକ୍ରମ ଓ ଯୋଗଦେବାକୁ ଥିବା ଅତିଥିଗଣଙ୍କ ବିଷୟରେ ସୂଚନା ଦିଆ ଯାଇଥିଲା। ୫ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ରାଜନେତାଙ୍କ ମଧ୍ୟରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଭାଷା,ସାହିତ୍ୟ ଓ ସଂସ୍କୃତିବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ,ସୋନପୁର ବିଧାୟକ ନୀରଞ୍ଜନ ପୂଜାହାରୀ,କଟକ ବାରବାଟି ବିଧାୟିକା ସୋଫିଆ ଫିରଦୋସ,ବରିଷ୍ଠ ସାମ୍ବାଦିକଙ୍କ ମଧ୍ୟରେ ଧରୀତ୍ରୀର ସଂପାଦକ ତଥାଗତ ଶତପଥି,ପ୍ରମେୟର ଗ୍ରୁପଏଡିଟର ଗୋପାଳକୃଷ୍ଣ ମହାପାତ୍ର, ସମ୍ବାଦର ବାର୍ତ୍ତା ସଂପାଦକ ଭବାନୀଶଙ୍କର ତ୍ରୀପାଠୀ ଓ ପ୍ରଗତିବାଦୀ ଖବର କାଗଜର କାର୍ଯ୍ୟନିର୍ବାହୀ ସଂପାଦକ ବିରୁପାକ୍ଷ ତ୍ରୀପାଠୀ ଯୋଗ ଦେବାକୁ ସ୍ୱୀକୃତୀ ପ୍ରଦାନ କରିଥିବା ସୂଚନା ଦିଆଯାଇଛି। ପ୍ରତ୍ୟେକ ଦିନ ଜଣେ ଜଣେ ବର୍ଷିୟାନ କଳାକାରଙ୍କୁ ମଧ୍ୟ ଅତିଥି କରାଯିବ। ଉଦଘାଟନୀ ଦିବସରେ ପଥୋତ୍ସବ କରାଯିବା ସହିତ ପ୍ରତ୍ୟହ ସଂଧ୍ୟାରେ ସାଂସ୍କୃତିକ ସଭା,ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ଓ ଶେଷରେ ନାଟକ ପ୍ରଦର୍ଶିତ ହେବ  ବୋଲି କମିଟିର ଧର୍ମେନ୍ଦ୍ର ନନ୍ଦ ସୂଚନା ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଆୟୋଜକ ଭୂମିକା ସାଂସ୍କୃତିକ ଅନୁଷ୍ଠାନର ଡ.ପ୍ରକାଶ ଦାସ, ରୂଦ୍ରଦେବ ପଧାନ, ବୀରେନ୍ଦ୍ର କୁମାର ବନଛୋର, ଶିରୀଶ ଚନ୍ଦ୍ର ହୋତା, ଶିବକୁମାର ମେହେର, ମୁକେଶ ବହିଦାର ପ୍ରମୁଖଙ୍କ ସହ ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like