-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ମିସ୍ ଲିଟିଲ ଇଣ୍ଡିଆ ଗ୍ଲୋବାଲ ରେ ସମ୍ମାନିତ ହେଲେ ଲୋଇସିଂହା ଝିଅ ଇଫ୍ରାତ୍

18-Dec-2024



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଜଡ଼ାମୁଣ୍ଡା ବାସିନ୍ଦା ଜିବନଜ୍ୟୋତି ବାଗ୍ ଓ ମାତା ବି ନିବେଦିତା ଙ୍କ ଝିଅ ବି.ଇଫ୍ରାତ ଜୋଏଲ୍ ମିସ୍ ଲିଟିଲ୍ ଇଣ୍ଡିଆ ଭାବେ ସମ୍ମାନିତ ହୋଇଥିବା ଖବର ଅଞ୍ଚଳ ରେ ଖୁସିର ଲହରି ଖେଳିଯାଇଛି l ବୁଧବାର ସେ ନିଜ ଗ୍ରାମକୁ ଫେରିଛନ୍ତି l ସୂଚନା ମୁତାବକ  ନଭେମ୍ବର ୧୦ ତାରିଖ ଭୁବନେଶ୍ୱର ଠାରେ ଗ୍ଲୋବାଲ ମୋଡେଲ ଇଣ୍ଡିଆ ତରଫରୁ  ଅଡିସନ କରାଯାଇଥିଲା।ସେଥିରେ ଇଫ୍ରାତ୍ ପ୍ରଥମ ସ୍ଥାନ ଅଧିକାର କରି ମହାରାଷ୍ଟ୍ରର ପୁନେ ସ୍ଥିତ ଏଲୋରା ସିଟି ମଲ୍ ରେ ଜାତୀୟ ସ୍ଥର ପ୍ରତିଯୋଗିତା ରେ ଓଡ଼ିଆ ରୁ ପ୍ରତିନିଧିତ୍ଵ କରିଥିଲେ l ସର୍ବ ଭାରତୀୟ ସ୍ତରରେ ମୋଟ୍ ୨୯ ଜଣ ପ୍ରତିଯୋଗୀ ଙ୍କ ମଧ୍ୟରୁ ଇଫ୍ରାତ୍ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି l ଆସନ୍ତା ଫେବ୍ରୁଆରୀ ମାସରେ ନେପାଳ ର କାଠମାଣ୍ଡୁ ଠାରେ ହେବାକୁଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ରେ ଇଫ୍ରାତ୍ ଭାରତରୁ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇଥିବା ତାଙ୍କ ବାପା ଜିବନଜ୍ୟୋତି ସୂଚନା ଦେଇଛନ୍ତି l ପ୍ରକାଶ ଯେ ଇଫ୍ରାତ୍ ଝାରମୁଣ୍ଡା ସ୍ଥିତ  ବେଥାନି କନ୍ଭେ୍ଣ୍ଟ ସ୍କୁଲ ର ଚତୁର୍ଥ ଶ୍ରେଣୀ ଛାତ୍ରୀ l ଏହି ସଫଳତା ଖବର ଶୁଣି ବନ୍ଧୁ ପରିଜନ ମାନଙ୍କଠାରୁ ଶୁଭେଚ୍ଛା ର ସୁଅ ଛୁଟିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like