-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରୋତ କଲେଜରେ ଓଡିଆ ଭାଷା ସାହିତ୍ୟ ଆଲୋଚନାଚକ୍ର

18-Dec-2024



ଆଗଲପୁର (ପ୍ରେରଣା ଖବର): ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ "ମାଟିର ମଣିଷ" ଉପନ୍ୟାସ ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭାଗ ମୁଖ୍ଯ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାଚକ୍ରରେ ବଲାଙ୍ଗିର ଯୁବୋଦୟ ମହାବିଦ୍ୟାଳୟର ଓଡିଆ ଅଧ୍ୟାପକ ଶ୍ରୀଯୁକ୍ତ ସନ୍ଦୀପ କୁମାର କୁଅଁର ମୁଖ୍ଯ ଆଲୋଚକ ଭାବରେ ଯୋଗଦାନ କରି ମାଟିର ମଣିଷ ଉପନ୍ୟାସରେ ଗାନ୍ଧୀବାଦୀ ଚେତନା ସଂପର୍କରେ ଆଲୋଚନା କରି  ବିଚାର ବୋଧ ସବୁ ବେଳେ  ଜୀବନ୍ତ ଥାଏ।  ସମୟ କ୍ରମରେ ସେହି ବିଚାର ଆମର ସାମାଜିକ ଜୀବନକୁ ଓ ବ୍ୟକ୍ତି ଚେତନାକୁ ପ୍ରଭାବିତ କରେ। ସ୍ବାଧୀନତା ପୂର୍ବବର୍ତ୍ତୀ  ଭାରତର ଅନ୍ୟତମ  ମୂର୍ତ ଚେତନା ମହାତ୍ମାଗାନ୍ଧୀଙ୍କ  ବିଚାର ବିଭିନ୍ନ ସମୟରେ  ବିଭିନ୍ନ  ସାରସ୍ବତ ଚରିତ୍ରମାନଙ୍କର ଭିତରେ କିପରି ପ୍ରକାଶିତ ହୋଇଛି ,ତାହାକୁ  କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ

ଉପନ୍ୟାସ ମାଟିର ମଣିଷ କିପରି ଅଙ୍ଗୀଭୂତ କରିଛି, ସେ  ସମ୍ପର୍କରେ  ଆଲୋଚନା କରିଥିଲେ। ପ୍ରାରମ୍ଭ ରେ ମୁଖ୍ଯ ଆଲୋଚକ  ଶ୍ରୀ କୁଅଁର  ଗଣେଶ ଙ୍କ ପୂଜାର୍ଚ୍ଚନା କରି ଆଲୋଚନାଚକ୍ର ର ଶୁଭାରମ୍ଭ କରିଥିଲେ।ଓଡିଆ ଭାଷା ସାହିତ୍ୟ ବିଭାର ମୁଖ୍ଯ  ଶ୍ରୀ ଦାଶ ଶ୍ରୀ କୁଅଁରଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ଅତିଥି ପରିଚୟ  ପ୍ରଦାନ କରିଥିଲେ।
ଛାତ୍ର ବିରେନ୍ଦ୍ର ତ୍ରିପାଠୀ, ଛାତ୍ରୀ ଝରଣା ସାହୁ, ସାଗରିକା ପୋଢ, ଲିଲିମା ନାଏକ, ନିକିତା ପଧାନ, ରୁବି ଧରୁଆ ପ୍ରମୁଖ ଭିତ୍ତି ପ୍ରବନ୍ଧ ଉପସ୍ଥାପନା କରିଥିଲେ। ସଭାକୁ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ସଂଯୋଜନା କରିଥିବାବେଳେ ଅଧ୍ୟାପକ ବାମଦେବ ମେହେର ଓ ଡକ୍ଟର ସୋମନାଥ ପଧାନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ଛାତ୍ରୀ ବିନୋଦିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like