-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଧାନକିଣାରେ ଅବ୍ୟବସ୍ଥା ନେଇ ଚାଷୀ ଅସନ୍ତୋଷ,ଜିଲ୍ଲାପାଳଙ୍କୁ ଦାବିପତ୍ର 

18-Dec-2024



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଗର୍ଜିଲେ ଚାଷୀ। ଧାନ କିଣାକୁ ନେଇ ଗର୍ଜିଛନ୍ତି ଚାଷୀ। ଆଜି ସନ୍ଧ୍ୟାରେ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିର ଏବଂ ଦେଓଗାଁ ବ୍ଲକର ସମବାୟ ସମିତିର ସଭାପତି ଓ ଚାଷୀ ମାନଙ୍କ ତରଫରୁ  ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ପ୍ରତିବାଦ କରାଯିବା ସହ ଜିଲ୍ଲାପାଳ ଗୌରବ ଶିବାଜି ଇସଲୱାରଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରା ଯାଇଛି । ଦାବିପତ୍ରରେ ବିନା କଟନୀ ଛଟନୀରେ ମଣ୍ଡିରୁ ଧାନ କ୍ରମ ଅନୁସାରେ ଉଠାଯାଉ, ଚଳିତ ବର୍ଷ ପାଇଁ ଜରି ବସ୍ତାରେ ବିକ୍ରି କରିବା ପାଇଁ ଅନୁମତି ଦିଆଯିବା l ବଲାଙ୍ଗିର ଓ ଦେଓଗାଁ ଉଭୟ ବ୍ଲକରେ କୌଣସି ମଣ୍ଡିରୁ ଧାନକ୍ରୟ ହୋଇନଥିବା ବେଳେ ସର୍ବପ୍ରଥମେ ବିଡିଘାଟ ସମବାୟ ସମିତିରୁ ସମ୍ପାଦକ, ମିଲର ଓ କିଛି ଚାଷୀ ଦଲାଲ ମିଶି ୫କିଲୋଗ୍ରାମ କଟନୀ କରି ଧାନ ଉଠାଇଛନ୍ତି।ପରେ ପରେ କୁଡ଼ାଶିଙ୍ଘା ସମବାୟ ସମିତି ରେ ମଧ୍ଯ ସେହି ରୂପେ ଧାନ ଉଠାଯିବାର ଅଭିଯୋଗ ରହିଛି। ଏହି ମଣ୍ଡି ମାନଙ୍କର କାର୍ଯ୍ୟ ତଦାରଖ ପୂର୍ବକ ପଦକ୍ଷେପ ନିଆ ଯାଉ ବୋଲି ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ଜିଲ୍ଲାପାଳଙ୍କ ସହ ହୋଇଥିବା ଏହି ଆଲୋଚନl ବେଳେ ସଦର ବ୍ଲକର ପୂର୍ବ ଅଧ୍ୟକ୍ଷ ଗୋଲାପ ବାଗ, ବିଡିସିସି ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣ ମେହେର, ସୁଶିଲ ଚାନ୍ଦ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରି, ପ୍ରଦ୍ୟୁମ୍ନ ହୋତା, ଦେବଦତ୍ତ ବେହେରା ପ୍ରମୁଖଙ୍କ ସହ ବହୁ ଚାଷୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like