-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ଭାରତ ସ୍କାଉଟ ଓ ଗାଇଡ କ୍ୟାମ୍ପୋରୀ ରେ ୨ତୀୟ ଦିବସ କ୍ୟାମ୍ପ ଫାୟାର ଉତ୍ସବ ଅନୁଷ୍ଠିତ

19-Dec-2024



ସିନ୍ଧେକେଲାି (ଅନୀଲ କୁମାର ତ୍ରିପାଠୀ):  ପଲ୍ଲୀଶ୍ରି ନୋଡାଲ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ପଲ୍ଲୀଶ୍ରି ଖେଳପଡ଼ିଆରେ ବଲାଙ୍ଗୀର ଜିଲ୍ଲାସ୍ତରୀୟ ୩୨ ତମ ଭାରତ ସ୍କାଉଟ ଓ ଗାଇଡ କ୍ୟାମ୍ପୋରୀର ଦ୍ଵିତୀୟ ଦିବସରେ କ୍ୟାମ୍ପ ଫାୟାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୧୬ ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲି ବାକୁ ଥିବା ଏହି କାର୍ଯ୍ୟକ୍ରମର ୨ତୀୟ ଦିବସରେ ପଲ୍ଲୀଶ୍ରି ନୋଡାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଲୋକନାଥ ମେହେରଙ୍କ ସଭାପତିତ୍ବରେ ହୋଇ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ଓୟୁଜେ ବଲାଙ୍ଗୀର ଜିଲ୍ଲା ଟ୍ରିବୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ, ସିନ୍ଧେକେଲା ବିଜେପି ମଣ୍ଡଲ ସଭାପତି ମୁନି ରାମ ନାଗ, ବଣିକ ସଂଘ ସଭାପତି ସୁବାଷ ଜୈନ, ଏସଏମସି ସଭାପତି ବିରବିକ୍ରମ ସିଂ

ଦେଓ ପ୍ରମୁଖ ମଞ୍ଚାସିନ ଥିଲେ। ବଲାଙ୍ଗୀର ଜିଲ୍ଲା ଭାରତ ସ୍କାଉଟ ଓ ଗାଇଡ ର ସମ୍ପାଦକ ପ୍ରଦିପ କୁମାର ପାତ୍ର କ୍ୟାମ୍ପୋରୀର ବିବରଣୀ ପାଠ କରି ଥିଲେ। ଏବଂ ବିନୋଦ କୁନାର ମହାପାତ୍ର ଡିଓସି ବଲାଙ୍ଗୀର ମଞ୍ଚ ପରିଚାଳନା କରି ଥିଲେ। ଏହି କ୍ୟାମ୍ପୋରୀ ରେ ୟୋଗା, ଫିଜିକାଲ ଡିସପ୍ଲେ, ଆଡ଼ଭେଞ୍ଚରସ୍ ଏକ୍ଟିଭିଟି , କ୍ବିଜ, ମାର୍ଚ୍ଚ ପାଷ୍ଟ, ଫୁଡ୍ ପ୍ଲାଜା ଏବଂ ଫୋକ ଡ୍ୟାନ୍ସ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ସେଥିରେ ପର୍ଯ୍ୟବେକ୍ଷକ ଭାବରେ ହରିହର ସାହୁ ଓ ନରେନ୍ଦ୍ର ଜୈନ ଯୋଗଦେଇ ଥିଲେ। ତୁରେକେଲା ବ୍ଲକ ର ମିରଚା ଆଚାର ଏବଂ ପାଟଣାଗଡ଼ ବ୍ଲକର ମାଣ୍ଡିଆ ଚା ଲୋକଙ୍କ ମଧ୍ୟରେ ବେଶ ଆଦୃତ ହୋଇପାରିଥିଲା। ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like