-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ଓରମାସ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

19-Dec-2024



ପଞ୍ଚାୟତ ସମିତି, ଓରମାସ, ନୟାଗଡ ଦ୍ୱାରା ଆୟୋଜିତ ୪ ଦିନ ବ୍ୟାପୀ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ରାଜପଟଣା ମିନି ଷ୍ଟାଡିଅମ ଠାରେ ଖୁବ ଧୁମଧାମରେ ଚାଲିଛି l ଉଦଘାଟନୀ ଉତ୍ସବରେ ନୟାଗଡ ବିଧାୟକ ମାନ୍ୟବର ଡଃ ଅରୁଣ କୁମାର ସାହୁ, ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ସଦାଶିବ ନାୟକ, ଆଗାମୀ ଚଳଚ୍ଚିତ୍ର ବିଧାୟକର ନାୟକ ପ୍ରଦୀପ ଖୁଣ୍ଟିଆ (ଡୋରା), ସିନେ କଳାକାର ଦେବୁ ବ୍ରହ୍ମା, ସୁମନ ମହାରଣା, ଯୁବ ମିଡ଼ିଆ ପ୍ଲାନର ଭରତ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ l ମହୋତ୍ସବରେ ଯୋଗଦେଇଥିବା କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଦେବା ସହିତ ଯୁବ ମିଡ଼ିଆ ପ୍ଲାନର ଭରତ ପ୍ରଧାନଙ୍କୁ ଉପସ୍ଥିତ ବରେଣ୍ୟ ଅତିଥି, ସରପଞ୍ଚ, କମିଟିର ସଭ୍ୟ ବୃନ୍ଦ ତଥା ଗ୍ରାମବାସୀଙ୍କ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀ ପ୍ରଧାନ ନୟାଗଡ ଜିଲ୍ଲା ମାଟିର ପୁଅ ତା'ସହିତ ଜଣେ ଯୁବ ଉଦ୍ୟୋଗୀ ଭାବରେ ଜିଲ୍ଲା ଗର୍ବ ସମ୍ମାନରେ ସମ୍ମାନିତ ହୋଇଥିଲେ l 
ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା l ଦର୍ଶକଙ୍କ ମନରେ ଅନେକ ଆଗ୍ରହ ଓ ଉତ୍ସାହ ଦେଖିବାକୁ ମିଳିଥିଲା l 

ନୟାଗଡର ଏହି ମହୋତ୍ସବରେ ଖାଦ୍ୟଠୁ ଆରମ୍ଭ କରି ଘର

ସଜାଇବା ଉପକରଣ ଭଳି ବିଭିନ୍ନ ସାମଗ୍ରୀର ଦୋକାନ ଖୋଲା ଯାଇଥିବାରୁ ନୟାଗଡ ସହର ତଥା ଆଖ ପାଖ ଅଞ୍ଚଳର ଲୋକଙ୍କର ଭିଡ଼ ଜମିଥାଏ l ଏହି ମେଳା ଦ୍ୱାରା ଅନେକ ଲୋକ ଛୋଟ ଛୋଟ ଦୋକାନ କରି ନିଜ ପରିବାର ପୋଷଣ କରିପାରୁଛନ୍ତି l ମେଳା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଉଠେ ମେଳା ପରିସର l ଯାହା ଦ୍ୱାରା ଲୋକମାନେ ଆକର୍ଷିତ ହୋଇ ମେଳା ଦେଖିବାକୁ ଆସିଥାନ୍ତି l ୪ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଏହି ମେଳା ଦେଖି ଆସୁଥିବା ଅଞ୍ଚଳବାସୀ ଆୟୋଜକ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like