-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଭଦ୍ରକ ଏସ୍ ୟୁ ଜେ ଶାଖାର ନୂତନ କର୍ମକର୍ତ୍ତା ମନୋନୀତି: ଏସ୍ ୟୁ ଜେ ରେ ଯୋଗ ଦେଲେ ୧୫ ରୁ ଅଧିକ ସାମ୍ବାଦିକ

19-Dec-2024



ଭଦ୍ରକ(ପ୍ରେରଣା ଖବର): "ଏସୟୁଜେ ଓଡ଼ିଶା" ଭଦ୍ରକ ଜିଲ୍ଲା ଶାଖା ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥରେ ଅନ୍ୟ ସଂଗଠନ ଛାଡି ୧୫ ରୁ ଅଧିକ ସାମ୍ବାଦିକ ବନ୍ଧୁ ଏସୟୁଜେ ରେ ସାମିଲ ହେଲେ। ପ୍ରତାପ କୁମାର ଦାସ ପୁନର୍ବାର ସଭାପତି ଦାୟିତ୍ୱ ଗ୍ରହଣ କରିଥିବା ବେଳେ ତପନ କୁମାର ମିଶ୍ର ସାଧାରଣ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ବରିଷ୍ଠ ସାମ୍ବାଦିକ ତଥା ସୁ ସଂଗଠକ ତପନ କୁମାର ସ୍ଵାଇଁଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଭାବେ ନିଆଯାଇଛି। ଜିଲ୍ଲା ସଂଗଠନର ଅନ୍ୟାନ୍ୟ ପଦବୀ ରେ ଅନେକ ଅନୁଭବୀ ସାମ୍ବାଦିକ ମାନଙ୍କୁ ନିଆଯାଇଛି। ଆଗାମୀ ଦୁଇ ମାସ ମଧ୍ୟରେ ବିଭିନ୍ନ ବ୍ଲକ ଅଂଚଳକୁ ଜିଲ୍ଲା ଓ ଏହି ଜିଲ୍ଲା ର ରାଜ୍ୟ କର୍ମକର୍ତ୍ତା ମାନେ ଗସ୍ତ କରି ସଂଗଠନ କୁ ଆହୁରି ବ୍ୟାପକ କରିବେ ବୋଲି ମୁଖ୍ୟ ଉପଦେଷ୍ଟା ତଥା ରାଜ୍ୟ ସଂଗଠନ ର ଉପଦେଷ୍ଟା ମଣ୍ଡଳୀ ସଭ୍ୟ ନିହାର କୁମାର ଦାସ ସୂଚନା ଦେଇଥିଲେ। ସେହିପରି ଆସନ୍ତା ବର୍ଷ ଫେବ୍ରୁଆରୀ ଶେଷ ସପ୍ତାହରେ ଭଦ୍ରକ ଠାରେ ଏସୟୁଜେ ଓଡ଼ିଶା ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସହିତ ଉତ୍ତର ଓଡ଼ିଶା ସମ୍ମୀଳନୀ କରିବାକୁ ମଧ୍ୟ ଭଦ୍ରକ ଜିଲ୍ଲା ଶାଖା ର କର୍ମକର୍ତ୍ତା ଓ ସଭ୍ୟ ମାନେ କହିଛନ୍ତି। ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ରାଜ୍ୟ ଉପସଭାପତି ବାସୁଦେବ ତ୍ରିପାଠୀ ଏହି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ପାଇଁ ଭଦ୍ରକ ଜିଲ୍ଲା ଶାଖା ସହିତ ସମନ୍ଵୟ ରକ୍ଷା ପୂର୍ବକ ସମାବେଶ କୁ ସଫଳ କରିବାରେ ସହଯୋଗ କରିବେ ବୋଲି ନିଷ୍ପତ୍ତି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like