-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

କଳିଙ୍ଗୋଦୟ ପବ୍ଲିକ ସ୍କୁଲ ବାର୍ଷିକୋତ୍ସବ ଉଜ୍ଜ୍ୱଳ-୨୦୨୪

19-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): କଳିଙ୍ଗୋଦୟ ପବ୍ଲିକ ସ୍କୁଲ ର ୩ୟ ବାର୍ଷିକ ଉତ୍ସବ ଉଜ୍ଜ୍ୱଳ -୨୦୨୪ ବୁଧବାର କଣ୍ଟାମାଳ ହାଇସ୍କୁଲ ଖେଳ ପଡିଆ ଠାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଶେଷ ହୋଇଯାଇଛି l ପ୍ରତିଷ୍ଠାତା ସାଗର ବଗର୍ତ୍ତୀ ଓ ହେମବନ୍ତି ବାଘଙ୍କ ତତ୍ୱାବଧାନରେ ଆୟୋଜିତ ବାର୍ଷିକତ୍ସବରେ କଣ୍ଟାମାଳ ବିଧାୟକ  କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି, କଣ୍ଟାମାଳ ପଞ୍ଚାୟତ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ ବସନ୍ତ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଓ  ସମ୍ମାନିତ ଅତିଥି ଭାବେ ପଂଚାୟତ କଲେଜ କଣ୍ଟାମାଳ ର ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ଶିକ୍ଷାବିତ ଭବାନୀ ଶଙ୍କର ରାଉତ, ଦୁଇ ନମ୍ବର ଜିଲ୍ଲାପରିଷଦ ସଭ୍ୟା

ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ବିଜେପି ଯୁବନେତା ଓମପ୍ରକାଶ ମିଶ୍ର, ସ୍କୁଲ ପରିଚାଳନା କମିଟି ସଭାପତି ପ୍ରଣବ କିଶୋର ସାହୁ ପ୍ରମୁଖ ଯୋଗଦେଇ ଅଞ୍ଚଳରେ ଇଂରାଜୀ ମାଧ୍ୟମ ଶିକ୍ଷା କ୍ଷେତ୍ରରେ କଳିଙ୍ଗୋଦୟ ପବ୍ଲିକ ସ୍କୁଲ ର ଅବଦାନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l  କଳିଙ୍ଗୋଦୟ ପବ୍ଲିକ ସ୍କୁଲ ଅଧ୍ୟକ୍ଷ

କମଳାକାନ୍ତ ବାସ୍କେ ବାର୍ଷିକ ବିବରଣୀ ପାଠ ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ  l  ଶିକ୍ଷୟିତ୍ରୀ  ଭାର୍ଗବୀ ରଣା  ଅତିଥି ପରିଚୟ ପ୍ରଦାନ କରିଥିଲେ l   ବିଦ୍ୟାଳୟ ପ୍ରତିଷ୍ଠାତା ସାଗର ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ   l  ବିଭିନ୍ନ ପ୍ରତିଯୋଗିତାର  କୁନିକୁନି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ  l  ଗାୟତ୍ରୀ ବାରିକ, ରୁପା ନାୟକ ପୁରସ୍କାର ବିତରଣ ରେ ସହଯୋଗ କରିଥିଲେ l  ପରେ ବିଦ୍ୟାଳୟ କୁନିକୁନି ଶିଶୁ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଶହ ଶହ ଅଭିଭାବକ ଅଭିଭାବିକା ଶୀତରାତିରେ ମନଭରି ଉପଭୋଗ କରିଥିଲେ   l  ବାର୍ଷିକ ଉତ୍ସବ ଉଜ୍ଜ୍ୱଳ କୁ ବିଦ୍ୟାଳୟ ର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମକର୍ତ୍ତା ମାନେ ପରିଚାଳନାରେ ସହଯୋଗ କରିଥଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like