-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପି.ପି. ଏକାଡେମୀ ହାଇସ୍କୁଲର ପ୍ରତିଷ୍ଠାତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ସହରରେ ପଦଯାତ୍ରା

19-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରରେ ଶିକ୍ଷାର ବିକାଶ ପାଇଁ ୧୯୬୦ ମସିହାରେ ଟିକ୍ରାପଡା ଛକରେ ପତିତପାବନ ଏକାଡେମୀ ହାଇସ୍କୁଲ ସ୍ଥାପିତ ହୋଇଥିଲା । ଏହାକୁ ପ୍ରଣମ୍ୟ ଚକ୍ରଧର ପଣ୍ଡା ନିଜ ପିତା ପତିତପାବନ ପଣ୍ଡା ଙ୍କ ସ୍ମୃତି ଉଦ୍ଦ୍ୟେଶରେ ନିର୍ମାଣ କରିଥିଲେ। ଆଜି ଚକ୍ରଧର ପଣ୍ଡାଙ୍କ ସ୍ମୃତିରେ ୧୦୯ତମ ଜୟନ୍ତୀ ଉପଲକ୍ଷେ ହାଇସ୍କୁଲର ପୂରାତନ ଛାତ୍ର ଓ ବର୍ତ୍ତମାନ ଶିକ୍ଷାଲାଭ କରୁଥିବା ଛାତ୍ରମାନଙ୍କ ଦ୍ୱାରା ସହରରେ ଏକ ପଦଯାତ୍ରା କରାଯାଇଥିଲା। ସ୍ୱର୍ଗତ ପଣ୍ଡାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ ଏହି ପଦଯାତ୍ରାକୁ ପ୍ରତିଷ୍ଠାତାଙ୍କ ପୁତ୍ରବଧୁ ତଥା ଜିଲ୍ଲା ଭାଜପା ମହିଳାମୋର୍ଚ୍ଚା ସଭାନେତ୍ରୀ ଥିବା ପଙ୍କଜିନୀ ପଣ୍ଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପି.ପି ଏକାଡେମୀ ସ୍କୁଲରୁ ପଦଯାତ୍ରା ବାହାରି ଏକାଡେମୀଛକ, ରୁଗୁଡିପଡାଛକ, କଚେରୀଛକ,ସରକାରୀ ବସଷ୍ଟାଣ୍ଡ, ପାଟଣାହୋଟେଲ ଛକ, ସମଲେଶ୍ୱରୀ ମନ୍ଦିର ଛକ, ଦୈନିକ ବଜାର, ଟିକ୍ରାପଡା ଛକ ଦେଇ ପୁଣି ସ୍କୁଲରେ ପହଞ୍ଚି ଥିଲା। ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ୍‌ଦିନ ଧରି ଏହି ସ୍କୁଲର ହୀରକଜୟନ୍ତୀ ପାଳିତ ହେବାକୁ ଯାଉଛି । ତେଣୁକରି

ବହୁସଂଖ୍ୟାରେ ପୂରାତନ ଛାତ୍ର ମଧ୍ୟ ଯୋଗ ଦେଇଥିଲେ ।  ଆଜିର ଏହି ପଦଯାତ୍ରାରେ ସ୍କୁଲର ହୀରକ ଜୟନ୍ତୀ କମିଟିର ସଭାପତି ଶଶୀଭୂଷଣ ଶତପଥି,ପୁରାତନ ଛାତ୍ରସଂସଦର ସଭାପତି ଅପତାଫ ହୁସେନ, ପୁରାତନ ଛାତ୍ର ପ୍ରଭାସ ପାଣିଗ୍ରାହୀ, ଶରତ ପଣ୍ଡା, ପ୍ରଦୀପ ସାହୁ, ହେମନ୍ତ ପଣ୍ଡା, ସନ୍ତକ ବହିଦାର,ରଘୁନନ୍ଦନ ସିଂହ, ଶରତ ମିଶ୍ର, ଭବାନୀଶଙ୍କର ଶତପଥି,ଦତ୍ତlନନ୍ଦ ପଣ୍ଡା, ବିପ୍ଲବ ସାହୁ ପ୍ରମୁଖଙ୍କ ସହ ଶତାଧିକ ପୂରାତନ ଛାତ୍ର ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ସ୍କୁଲର ପ୍ରଧାନଶିକ୍ଷକ ସିନୁସୁନ୍ଦର ପାଢୀ ପରିଚାଳନା କରିଥିଲେ।  ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ  ପଦଯାତ୍ରାରେ ଭାଗ ନେଇ ଥିଲେ l ପଦଯାତ୍ରା ପରେ ସ୍କୁଲର ସଭାକକ୍ଷରେ ଛାତ୍ର ମାନଙ୍କୁ କିଛି ପୁରାତନଛାତ୍ରମାନେ ତାଙ୍କ ଛାତ୍ରଜୀବନର ଅନୁଭୁତି ବର୍ଣ୍ଣନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like