-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଗଣେଶ୍ଵର ଉଚ୍ଚବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

19-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଦୁଇଦିନ ଧରି ଚାଲିଥିବା ଉଲୁଣ୍ଡା ବ୍ଲକ  ପଞ୍ଚମହଲା ଗ୍ରାମ ର ଗଣେଶ୍ୱର ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ୨୦୨୪-୨୫ ଗତକାଲି ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ର ଶାରିରୀକ ଶିକ୍ଷୟିତ୍ରୀ ଶର୍ମିଷ୍ଠା ମହାକୁର ଙ୍କ ନେତୃତ୍ବରେ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ପ୍ରଥମେ ଗ୍ରାମରେ ଅଧିଷ୍ଠିତ  ଶ୍ରୀ ଗଣେଶ୍ଵର ବାବା ଙ୍କ ମନ୍ଦିରରେ ପୂଜାର୍ଚ୍ଚନା ପରେ ଏକ ମଶାଲ ଶୋଭାଯାତ୍ରା ରେ ବାହାରି ଗ୍ରାମ ପରିକ୍ରମା ସହ ପଡ଼ିଆରେ ପହଞ୍ଚିଥିଲେ।ପରେ ଆନୁଷ୍ଠାନିକ ଭାବରେ ଏହି କ୍ରୀଡା ସମାରୋହ ରେ ମୁଖ୍ୟ ଅତିଥିଭାବେ ଉକ୍ତ ବିଦ୍ୟାଳୟର ପୁରାତନ ଛାତ୍ର ହୃଦାନନ୍ଦ ପାଣ୍ଡିଆ ଯୋଗଦେଇ କ୍ରୀଡା ପତାକାକୁ ଉତ୍ତୋଳନ କରିଥିଲେ। ପରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ପୁରାତନ ଛାତ୍ର ସ୍ଵର୍ଗତ ଉରୁକ୍ରମ ପାଣ୍ଡିଆ (ସାମ୍ବାଦିକ )ଙ୍କ ସ୍ମୃତିରେ ଚଳିତ ବର୍ଷ  ଚମ୍ପିୟାନ ହୋଇଥିବା ଦଶମ ଶ୍ରେଣୀ ର ଅନିଲ ବଗର୍ତ୍ତି ଓ ଅନିତା ସାହୁ ଙ୍କୁ  ଟ୍ରଫି ପ୍ରଦାନ କରାଯାଇଥିଲା। ଉଦଯାପନୀ ଉତ୍ସବ ରେ ଶିକ୍ଷକ ରୋହିତ କୁମାର ଦଣ୍ଡସେନା ଙ୍କ ସଂଯୋଜନା ରେ ଅନୁଷ୍ଠିତ ସଭାରେ ମୁଖ୍ୟ  ପ୍ରଧାନ ଶିକ୍ଷକ ଲାଲ ବାବୁ ସେଠୀ ଯୋଗଦେଇ ସମସ୍ତ ପ୍ରତିଯୋଗୀ ଓ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରି ବିଜୟୀ ପ୍ରତିଯୋଗୀ ଙ୍କୁ ଟ୍ରଫି ପ୍ରଦାନ କରିଥିଲେ। ଏ ସମସ୍ତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର   ଶିକ୍ଷକ ଦିଲୀପ କୁମାର ସାହୁ, ବି.ସ୍ଵାତି ମୁଚ୍ୟମ ପାତ୍ର, ରୋହିତ କୁମାର ଦଣ୍ଡସେନା,ସୈ।ମିତ୍ରୀ ପାଢ଼ୀ ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ। ଶେଷରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଦିଲୀପ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like