-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ସୁବର୍ଣ୍ଣପୁର ରେଡକ୍ରସ ଶିବିର - ଆବେଗିକ ବିକାଶରେ ପ୍ରାପ୍ତୀ ଆଚାର୍ଯ୍ୟ

19-Dec-2024



ସୋନପୁର, ତା.୧୯/୧୨ (ପ୍ରେରଣା ଖବର ) : ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ତ୍ରି ଦିବସୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିରର ଉଦଘାଟନୀ ଉତ୍ସବର ସାନ୍ଧ୍ୟ ଅଧିବେଶନରେ ଲୋକପ୍ରିୟ କଣ୍ଠଶିଳ୍ପୀ ସୁଶ୍ରୀ ପ୍ରାପ୍ତୀ ଆଚାର୍ଯ୍ୟ ରେଡକ୍ରସ ସ୍ୱେଚ୍ଛାସେବୀ ମାନଙ୍କର ଆବେଗିକ ବିକାଶ ପାଇଁ ସଂଗୀତ ଗାନ କରିଥିଲେ । ସ୍ୱାସ୍ଥ୍ୟ ହିଁ ସଂପଦ,ସ୍ୱାସ୍ଥ୍ୟ କହିଲେ କେବଳ ଶାରିରୀକ ସ୍ୱାସ୍ଥ୍ୟକୁ ବୁଝାଇନଥାଏ ବରଂ ଶାରିରୀକ ଓ ମାନସିକ ସ୍ୱାସ୍ଥ୍ୟ କୁ ବୁଝେଇଥାଏ ।  ସଂଗୀତ ଗାନ କିମ୍ବା ଶ୍ରବଣ କଲେ ମାନସିକ ସ୍ୱାସ୍ଥ୍ୟ ସୁସ୍ଥ ରହେ । ସୁପ୍ରସିଦ୍ଧ କଣ୍ଠଶିଳ୍ପୀ ସୁଶ୍ରୀ ପ୍ରାପ୍ତୀ ଆଚାର୍ଯ୍ୟ,ମନମତାଣିଆ  ସଙ୍ଗୀତ ଗାନ କରି ଶିବିରାର୍ଥିଙ୍କ ମନରେ ଆନନ୍ଦ ଭରି ଦେଇଥିଲେ । ବାଦ୍ୟଯନ୍ତ୍ରରେ ଆଶୁତୋଷ ବାରିକ ଓ ସାଥୀ  ସହଯୋଗ କରିଥିଲେ । ପ୍ର୍ରକାଶଥାଉ ଯେ,  ଜୁନିୟର ରେଡକ୍ରସ ତାଲିମ ଶିବିରରେ ୬୨୨ ଜଣ ସ୍ୱେଚ୍ଛାସେବୀ ଓ ୩୮୦ଆଲୁମିନି ସଭ୍ୟ ତଥା ଅତିଥି ଗଣ, ଗ୍ରlମବାସୀମାନେ ଉପସ୍ଥିତ ରହି ଏହି ନିଆରା କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ  ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଉକୃଷ୍ଟ ସଂଗୀତ ପରିବେଷଣ ପାଇଁ ସମାଜରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିବା  ସୁଶ୍ରୀ ପ୍ରାପ୍ତୀ ଆଚାର୍ଯ୍ୟଙ୍କୁ ସ୍ମୃତି ଫଳକ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ନନ୍ଦିଘୋଷ ବାରିକ, ନିମାଇ ଚରଣ ମଲ୍ଲୀକ,  ହୃଷିକେଶ ଦେହୁରୀ, ହେମନ୍ତ ମେହେର, ହୃଷିକେଶ ଡାଙ୍ଗ,  , ଚନ୍ଦ୍ର ଶେଖର ମହାପlତ୍ର, ଶେଷଦେବ ଛତ୍ର, ପବିତ୍ର ବାରିକ, ବିଜୟ ପଣ୍ଡା, ସସ୍ମିତ ସାହୁ,  ତପସ୍ୱିନୀ ଦାଶ, ଅନୁପ୍ରୀୟା ମିଶ୍ର, ଜଗଦିଶ ଦାଶ, ଦୂର୍ଯ୍ୟୋଧନ ପଶାୟତ ପ୍ରମୁଖ ସାଧନକର୍ମି ପରିଚାଳନା କରିଥିଲେ । ସାଧନକର୍ମି ହୃଷିକେଶ ଚାନ୍ଦ, ଗୋପେଶ ପଣ୍ଡା, ଆଶିଷ ନାଏକ, ବନବାସ ମେହେର ଓ କୃଷ୍ଣଚନ୍ଦ୍ର ବାରିକ ମଂଚ ପରିଚାଳନା କରିଥିବା ବେଳେ ସଂଜୀବ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ସଂପାଦକ ତଥା ଏଡିଇଓ ମଂଜୁଲତା ଭୋଇ ଓ ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ରଙ୍କ ମାର୍ଗଦର୍ଶନରେ ସଂପନ୍ନ ହୋଇଥିବା ଭବ୍ୟ ଅlସରକୁ ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସଂଯୋଜନା କରିଥିଲେ ।  ବରିଷ୍ଠ ସାଧନକର୍ମି ଚନ୍ଦ୍ରମଣି ବାଘ ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like