-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟମନ୍ତ୍ରୀ ବୁଲିଲେ ଧର୍ମଗଡ ଉପଖଣ୍ଡ ର ବିଭିନ୍ନ ମଣ୍ଡି ରେ ଚାଷି ଙ୍କ ଆନୁସଙ୍ଗିକ ବ୍ୟବସ୍ଥା ନେଇ ଆଲୋଚନା।

19-Dec-2024



କଳାହାଣ୍ଡି,
କୋକସରା, (ତ୍ରିନାଥ ବେଶ୍ରା )
ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଗୁରୁବାର କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଖଣ୍ଡ ଗସ୍ତ ରେ ଆସି ଜୁନାଗଡ଼, କଲମପୁର,କୋକସରା ଓ ଧର୍ମଗଡ ବ୍ଲକ ର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ କରିବା ସହ ସ୍ଥାନୀୟ ଅଞ୍ଚଳର ଚାଷି ଙ୍କ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ। ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ବିଜେପି ର ନେତୃବୃନ୍ଦ ଙ୍କ ସହପ୍ରଥମେ କଲମପୁର ବ୍ଲକ ର କୁଟରୁ, ବିଜମରା ମଣ୍ଡି  ପରିଦର୍ଶନ ପରେ କୋକସରା ବ୍ଲକ ର ମୋଟେର ମଣ୍ଡି ରେ ପହଞ୍ଚି ଚାଷି ଙ୍କ ସହ ମଣ୍ଡି ର ଆନୁସଙ୍ଗିକ ବ୍ୟବସ୍ଥା ନେଇ ଆଲୋଚନା କରିବା ପରେ ମଧ୍ୟାହ୍ନ ରେ ଇନ୍ଦ୍ରାବତୀ କୁସୁମଖୁଣ୍ଟି ଡିଭିଜନ  ଇନ୍ଦ୍ରାବତୀ ଆବି ବଙ୍ଗଳା ରେ ଇନ୍ଦ୍ରାବତୀ ବାମ ଓ ମେଗାଲିଫ୍ଟ କେନାଲ ପକ୍ଷରୁ ଅଧିକ୍ଷଣ ଯନ୍ତ୍ରୀ ତ୍ରୁପ କୁମାର ପାତ୍ର ଓ ନିର୍ବାହୀ ଯନ୍ତ୍ରୀ ମେଗାଲିଫ୍ଟ ପ୍ରଣୟ କୁମାର ପ୍ରଧାନ ଓ ବିଭାଗୀୟ କର୍ମଚାରୀ ତାଙ୍କୁ ଫୁଲତୋଡା ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏଠାରେ ମଧ୍ୟାହ୍ନ ଭୋଜନ ପରେ ମନ୍ତ୍ରୀ  କୋକସରା ଧାନ ମଣ୍ଡି ରେ ପହଞ୍ଚି ମଣ୍ଡି ରେ ଏକ ସଭା ରେ ଉପସ୍ଥିତ ଚାଷି ଙ୍କୁ ରାଜ୍ୟ ସରକାରଙ୍କ ମଣ୍ଡି ପରିଚାଳନା ନେଇ ଆଲୋଚନା କରିଥିଲେ ଓ ଚାଷି ଙ୍କ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ପରେ ମନ୍ତ୍ରୀ ଟେମରା ମଣ୍ଡି,ଧର୍ମଗଡ ବ୍ଲକ ବେହେରା ମଣ୍ଡି ଓ ଧର୍ମଗଡ ମଣ୍ଡି ରେ ଚାଷି ଙ୍କ ସହ ମଣ୍ଡି ରେ ଧାନ ବିକ୍ରି ଓ ରାଜ୍ୟ ସରକାର ଘୋଷଣା କରିଥିବା ଧାନ ର ସହାୟକ ମୂଲ୍ୟ ୩୧୦୦ ନେଇ ଓ ଅନ୍ୟାନ୍ୟ ଭିତ୍ତିଭୂମି ନେଇ ଆଲୋଚନା କରିଥିଲେ। ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ଗସ୍ତ ସମୟରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ,କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଧର୍ମଗଡ ଉପ ସଭାପତି ଧୀମାନ ଚକମା,କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନୋଜ ମେହେର,ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ବିଜେପି ନେତା ଭବେନ୍ଦ୍ର ପଣ୍ଡା, ପୂର୍ବତନ ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ, ଓମଫେଡ ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ,  ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ବିଜୟଦେଵ ସାହୁ,କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ,ମହିଳା ରାଜ୍ୟ ନେତ୍ରୀ କୁନ୍ତୀ ପାଳ ପ୍ରମୁଖ ମନ୍ତ୍ରୀ ଙ୍କ ଗସ୍ତ ସମୟରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like